• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 27th March 2025; ଆଜି କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ରାଶିଫଳ..

ଭାଗ୍ୟ ଉଦ୍ୟୋଗୀ ହେବା ସହିତ ବ୍ୟବସାୟ-ବାଣିଜ୍ୟରେ ଲାଭ ମିଳିବ । ପରିବାରରେ ସୁଖ-ପ୍ରୀତି ବୃଦ୍ଧି ପାଇବ । ଅଫିସରେ କରିଥିବା କାମର ଶ୍ରେୟ କାହାରିକୁ ଦିଅନ୍ତୁ ନାହିଁ । ଧର୍ମ ଭାବନାରୁ ମନ ଦୂରେଇବେ ।

Pisces

ମୀନ

Thursday 27 Mar 2025

ପୂ,ଭାଦ୍ରପଦ- ନୂତନ ଭାବରେ ଆରମ୍ଭ କରୁଥିବା କାର୍ଯ୍ୟରେ ବ୍ୟସ୍ତ ରହିବେ । ଅପେକ୍ଷା କରୁଥିବା ବନ୍ଧୁଙ୍କୁ ନପାଇ ବ୍ୟସ୍ତ ହୋଇ ପଡିବେ । ସମୟ ଏପରି ହେବ ଯେ ଦୁଇ ପଇସା ଜାଗାରେ ଛ ପଇସା ଖର୍ଚ୍ଚ କରିବାକୁ ପଡିବ । ଉ,ଭାଦ୍ରପଦ- ରାଜନୈତିକ କ୍ଷେତ୍ରରେ ସଫଳତା ପାଇବେ । ବିଦ୍ୟାର୍ଥୀମାନେ ଉଚ୍ଚଶିକ୍ଷା ପାଇଁ ଆଗ୍ରହୀ  ହୋଇପାରନ୍ତି । କ୍ରୀଡାକ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ପାଇବେ । ରେବତୀ- ସମାଜରେ ଆପଣଙ୍କ ମାନ ସମ୍ମାନ ବଢିବ । ନିଜ ଟଙ୍କା ସହିତ ବିଶେଷ ସତର୍କ ରହିବା ଉଚିତ ହେବ କାରଣ ଆପଣ ଏହାକୁ ହରାଇବାର ଆଶଙ୍କା ଅଛି । ଏକ କାର୍ କ୍ରୟ କରିବାର ସୁଯୋଗ ଉପସ୍ଥାପନ କରିପାରନ୍ତି ।

ପ୍ରତିକାର– ପକ୍ଷୀଙ୍କୁ କିଛି ଦାନା ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :

VASTU TIPS

ଭାଗ୍ୟ ଉଦ୍ୟୋଗୀ ହେବା ସହିତ ବ୍ୟବସାୟ-ବାଣିଜ୍ୟରେ ଲାଭ ମିଳିବ । ପରିବାରରେ ସୁଖ-ପ୍ରୀତି ବୃଦ୍ଧି ପାଇବ । ଅଫିସରେ କରିଥିବା କାମର ଶ୍ରେୟ କାହାରିକୁ ଦିଅନ୍ତୁ ନାହିଁ । ଧର୍ମ ଭାବନାରୁ ମନ ଦୂରେଇବେ । ଶିକ୍ଷା ଓ କ୍ୟାରିୟର କ୍ଷେତ୍ରରେ ଆଗକୁ ବଢିବାର ସୁଯୋଗ ମିଳିବ । ତେଣୁ ନିଷ୍ଠାପର ଭାବରେ ପ୍ରୟାସ ଜାରି ରଖିବ ।