ଭାଗ୍ୟ ଉଦ୍ୟୋଗୀ ହେବା ସହିତ ବ୍ୟବସାୟ-ବାଣିଜ୍ୟରେ ଲାଭ ମିଳିବ । ପରିବାରରେ ସୁଖ-ପ୍ରୀତି ବୃଦ୍ଧି ପାଇବ । ଅଫିସରେ କରିଥିବା କାମର ଶ୍ରେୟ କାହାରିକୁ ଦିଅନ୍ତୁ ନାହିଁ । ଧର୍ମ ଭାବନାରୁ ମନ ଦୂରେଇବେ ।
ପୁନର୍ବସୁ- ଭାଗ୍ୟ ଉଦ୍ୟୋଗୀ ହେବା ସହିତ ବ୍ୟବସାୟ-ବାଣିଜ୍ୟରେ ଲାଭ ମିଳିବ । ପରିବାରରେ ସୁଖ-ପ୍ରୀତି ବୃଦ୍ଧି ପାଇବ । ଅଫିସରେ କରିଥିବା କାମର ଶ୍ରେୟ କାହାରିକୁ ଦିଅନ୍ତୁ ନାହିଁ । ଧର୍ମ ଭାବନାରୁ ମନ ଦୂରେଇବେ । ପୁଷ୍ୟା- ଶିକ୍ଷା ଓ କ୍ୟାରିୟର କ୍ଷେତ୍ରରେ ଆଗକୁ ବଢିବାର ସୁଯୋଗ ମିଳିବ । ତେଣୁ ନିଷ୍ଠାପର ଭାବରେ ପ୍ରୟାସ ଜାରି ରଖିବ । ସମୟ ଅଭାବରୁ ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟକୁ ପରିବର୍ତ୍ତନ କରିପାରନ୍ତି । ଅଶ୍ଲେଷା- ନୂଆ ବାହାନ କିଣିବାର ଆଶା ପୂରଣ ହୋଇପାରେ । ଆପଣଙ୍କ ସକାରତ୍ମକ ବିଚାରରେ ଲୋକ ପ୍ରଭାବିତ ହେବେ । ତରବରିଆ ପଦକ୍ଷେପ ନେଲେ ହଇରାଣରେ ପଡିପାରନ୍ତି ।
ପ୍ରତିକାର – ମା ଭୂବନେଶୂରୀ ମହାକବଚ ଧାରଣ କରନ୍ତୁ
ଶୁଭ ରଙ୍ଗ :ଧଳା
ଶୁଭ ସଂଖ୍ୟା :୨
ଭାଗ୍ୟ ଉଦ୍ୟୋଗୀ ହେବା ସହିତ ବ୍ୟବସାୟ-ବାଣିଜ୍ୟରେ ଲାଭ ମିଳିବ । ପରିବାରରେ ସୁଖ-ପ୍ରୀତି ବୃଦ୍ଧି ପାଇବ । ଅଫିସରେ କରିଥିବା କାମର ଶ୍ରେୟ କାହାରିକୁ ଦିଅନ୍ତୁ ନାହିଁ । ଧର୍ମ ଭାବନାରୁ ମନ ଦୂରେଇବେ । ଶିକ୍ଷା ଓ କ୍ୟାରିୟର କ୍ଷେତ୍ରରେ ଆଗକୁ ବଢିବାର ସୁଯୋଗ ମିଳିବ । ତେଣୁ ନିଷ୍ଠାପର ଭାବରେ ପ୍ରୟାସ ଜାରି ରଖିବ ।