ଭାଗ୍ୟ ଉଦ୍ୟୋଗୀ ହେବା ସହିତ ବ୍ୟବସାୟ-ବାଣିଜ୍ୟରେ ଲାଭ ମିଳିବ । ପରିବାରରେ ସୁଖ-ପ୍ରୀତି ବୃଦ୍ଧି ପାଇବ । ଅଫିସରେ କରିଥିବା କାମର ଶ୍ରେୟ କାହାରିକୁ ଦିଅନ୍ତୁ ନାହିଁ । ଧର୍ମ ଭାବନାରୁ ମନ ଦୂରେଇବେ ।
ଉ,ଫଳଗୁନି- ବ୍ୟବସାୟ ବିଷୟରେ ଭଲ କଥା କହିବେ । ପାରିବାରିକ ଜୀବନ ଆନନ୍ଦଦାୟକ ହେବ । ଭାଗ୍ୟ ଉଦ୍ୟୋଗୀ ହେବା ସହିତ ବାଣିଜ୍ୟରେ ଲାଭ ମିଳିବ । ରୋଜଗାର ନୂତନ ସୁଯୋଗ ସୃଷ୍ଟି ହେବ । ହସ୍ତା- କାର୍ଯ୍ୟ ପାଇଁ ସମ୍ମାନିତ ଦକ୍ଷତା ପ୍ରତିପାଦିତ ହେବେ । ଗମନାଗମନ କରିବା ସମୟରେ ସାବଧାନତା ଅବଲମ୍ବନ କରନ୍ତୁ । ବିଦେଶରେ ଥିବା ସମ୍ପର୍କୀୟ ଠାରୁ ଶୁଭ ଖବର ପାଇବେ । ଚିତ୍ରା- ଧାର୍ମିକ କାର୍ୟ୍ୟରେ ରୁଚି ବୃଦ୍ଧି ହେବ । ବାହ୍ୟ ଶତୃମାନଙ୍କଠାରୁ ଦୂରେଇ ରହିବା ଭଲ । ରାଜନୀତି ବିରୋଧୀ ସମ୍ମୁଖୀନ ହେଲେ ମଧ୍ୟ ବିରୋଧୀ ଦଳ କିଛି କ୍ଷତି କରିପାରିବେ ନାହିଁ ।
ପ୍ରତିକାର - ଦହି ଖାଇ ଘରୁ ବାହାରନ୍ତୁ
ଶୁଭ ରଙ୍ଗ :ସବୁଜ
ଶୁଭ ସଂଖ୍ୟା :୫
ଭାଗ୍ୟ ଉଦ୍ୟୋଗୀ ହେବା ସହିତ ବ୍ୟବସାୟ-ବାଣିଜ୍ୟରେ ଲାଭ ମିଳିବ । ପରିବାରରେ ସୁଖ-ପ୍ରୀତି ବୃଦ୍ଧି ପାଇବ । ଅଫିସରେ କରିଥିବା କାମର ଶ୍ରେୟ କାହାରିକୁ ଦିଅନ୍ତୁ ନାହିଁ । ଧର୍ମ ଭାବନାରୁ ମନ ଦୂରେଇବେ । ଶିକ୍ଷା ଓ କ୍ୟାରିୟର କ୍ଷେତ୍ରରେ ଆଗକୁ ବଢିବାର ସୁଯୋଗ ମିଳିବ । ତେଣୁ ନିଷ୍ଠାପର ଭାବରେ ପ୍ରୟାସ ଜାରି ରଖିବ ।