ଭାଗ୍ୟ ଉଦ୍ୟୋଗୀ ହେବା ସହିତ ବ୍ୟବସାୟ-ବାଣିଜ୍ୟରେ ଲାଭ ମିଳିବ । ପରିବାରରେ ସୁଖ-ପ୍ରୀତି ବୃଦ୍ଧି ପାଇବ । ଅଫିସରେ କରିଥିବା କାମର ଶ୍ରେୟ କାହାରିକୁ ଦିଅନ୍ତୁ ନାହିଁ । ଧର୍ମ ଭାବନାରୁ ମନ ଦୂରେଇବେ ।
ଚିତ୍ରା- ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ । ଅସହାୟ ଓ ଅଶକ୍ତ ଲୋକଙ୍କୁ ସହେଯାଗ କରିବା ପାଇଁ ହାତ ବଢେଇବେ । କେତେକ କାମ ଅଧାରେ ଅଟକି ଯିବା କାରଣରୁ ମାନସିକ ସ୍ତରରେ ଅଶାନ୍ତି ଅନୁଭବ କରିବେ । ସ୍ୱାତୀ- ମାନସିକ ସ୍ଥିତି ଠିକ୍ ରହିବ । କାମଗୁଡ଼ିକୁ ସମ୍ପନ୍ନ କରିବାରେ ଆନୁଷଙ୍ଗିକ ସୁବିଧା ସୁଯୋଗ ଅବଶ୍ୟ ପାଇବେ । ଅବହେଳାଜନିତ ସ୍ବାସ୍ଥ୍ୟ ବାରମ୍ବାର ଖରାପ ହେଉଥିବାରୁ ମନ ଭଲ ରହିବ ନାହିଁ। ବିଶାଖା- ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତି ବିଶେଷଙ୍କୁ ନୂଆ ଦାୟିତ୍ବ ମିଳିପାରେ । ପ୍ରତିଯୋଗିତାରେ ଖୁବ୍ ଭଲ କରିବେ । ମହିଳାମାନେ କୌଣସି ଅଜଣା ବିପଦରେ ପଡି ପାରନ୍ତି ।
ପ୍ରତିକାର – ପର୍ଶୁରାମଙ୍କର ପୂଜାର୍ଚ୍ଚନା କରନ୍ତୁ
ଶୁଭ ରଙ୍ଗ :ଧଳା
ଶୁଭ ସଂଖ୍ୟା :୬
ଭାଗ୍ୟ ଉଦ୍ୟୋଗୀ ହେବା ସହିତ ବ୍ୟବସାୟ-ବାଣିଜ୍ୟରେ ଲାଭ ମିଳିବ । ପରିବାରରେ ସୁଖ-ପ୍ରୀତି ବୃଦ୍ଧି ପାଇବ । ଅଫିସରେ କରିଥିବା କାମର ଶ୍ରେୟ କାହାରିକୁ ଦିଅନ୍ତୁ ନାହିଁ । ଧର୍ମ ଭାବନାରୁ ମନ ଦୂରେଇବେ । ଶିକ୍ଷା ଓ କ୍ୟାରିୟର କ୍ଷେତ୍ରରେ ଆଗକୁ ବଢିବାର ସୁଯୋଗ ମିଳିବ । ତେଣୁ ନିଷ୍ଠାପର ଭାବରେ ପ୍ରୟାସ ଜାରି ରଖିବ ।