• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 27th March 2025; ଆଜି କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ରାଶିଫଳ..

ଭାଗ୍ୟ ଉଦ୍ୟୋଗୀ ହେବା ସହିତ ବ୍ୟବସାୟ-ବାଣିଜ୍ୟରେ ଲାଭ ମିଳିବ । ପରିବାରରେ ସୁଖ-ପ୍ରୀତି ବୃଦ୍ଧି ପାଇବ । ଅଫିସରେ କରିଥିବା କାମର ଶ୍ରେୟ କାହାରିକୁ ଦିଅନ୍ତୁ ନାହିଁ । ଧର୍ମ ଭାବନାରୁ ମନ ଦୂରେଇବେ ।

Scorpio

ବିଛା

Thursday 27 Mar 2025

ବିଶାଖା- କେତେ ଗୁଡିଏ ମହତ୍ୱପୂର୍ଣ୍ଣ କାର୍ଯ୍ୟ ପରିବର୍ତ୍ତନ ହୋଇ ଆପଣଙ୍କ ଆର୍ଥିକ ସ୍ଥିତି ବହୁତ ଭଲ ରହିବ । ମିତ୍ରଙ୍କ ଠାରୁ ସାହାଯ୍ୟ ସହଯୋଗ ମିଳିବା ଫଳରେ ମାନସିକ ଶାନ୍ତି ଅନୁଭବ କରିବେ । ସମ୍ପର୍କରେ ଘୃଣା ଏବଂ ବିରକ୍ତି ଦୂର ହେବ । ଅନୁରାଧା- ମାନ ମର୍ଯ୍ୟାଦାରେ ଅଭିବୃଦ୍ଧି ଘଟିବ । ସୂର୍ଣ୍ଣଳଙ୍କାର କିଣି ଖୁସି ଅନୁଭବ କରିପାରନ୍ତି ।  ଆପଣଙ୍କ ବିଚାରକୁ ସକାରତ୍ମକ ରଖନ୍ତୁ । ମହିଳାମାନେ ବନ୍ଧୁପରିଜନକ ସହ ସମୟ ବିତାଇବେ । ଜ୍ୟେଷ୍ଠା- ସକାରତ୍ମକ ବିଚାର କ୍ୟାରିୟରକୁ ନୂଆ ଦିଶା ଦେବ । ଖେଳକୁଦରେ ମନ ଦେବେ । ଫିଲ୍ମି ଉଦ୍ୟୋଗୀ କ୍ଷେତ୍ରରେ ଥିବା ଲୋକଙ୍କୁ ଭଲ ସୁଯୋଗ ମିଳିବ ।


ପ୍ରତିକାର– ସୂର୍ଯ୍ୟ ଦେବତାଙ୍କୁ ମନ୍ଦାର ଫୁଲ ଅର୍ପଣ କରି ଦିନ ଆରମ୍ଭ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :

VASTU TIPS

ଭାଗ୍ୟ ଉଦ୍ୟୋଗୀ ହେବା ସହିତ ବ୍ୟବସାୟ-ବାଣିଜ୍ୟରେ ଲାଭ ମିଳିବ । ପରିବାରରେ ସୁଖ-ପ୍ରୀତି ବୃଦ୍ଧି ପାଇବ । ଅଫିସରେ କରିଥିବା କାମର ଶ୍ରେୟ କାହାରିକୁ ଦିଅନ୍ତୁ ନାହିଁ । ଧର୍ମ ଭାବନାରୁ ମନ ଦୂରେଇବେ । ଶିକ୍ଷା ଓ କ୍ୟାରିୟର କ୍ଷେତ୍ରରେ ଆଗକୁ ବଢିବାର ସୁଯୋଗ ମିଳିବ । ତେଣୁ ନିଷ୍ଠାପର ଭାବରେ ପ୍ରୟାସ ଜାରି ରଖିବ ।