ଭାଗ୍ୟ ଉଦ୍ୟୋଗୀ ହେବା ସହିତ ବ୍ୟବସାୟ-ବାଣିଜ୍ୟରେ ଲାଭ ମିଳିବ । ପରିବାରରେ ସୁଖ-ପ୍ରୀତି ବୃଦ୍ଧି ପାଇବ । ଅଫିସରେ କରିଥିବା କାମର ଶ୍ରେୟ କାହାରିକୁ ଦିଅନ୍ତୁ ନାହିଁ । ଧର୍ମ ଭାବନାରୁ ମନ ଦୂରେଇବେ ।
ମୂଳା- ପ୍ରତିଟି କାମ ମନ ଦେଇ କରିଲେ ସଫଳତା ପାଇବେ । ଜୀବନସାଥିଙ୍କ ବିଚାର ବୁଝିବାକୁ ଚେଷ୍ଟା କରିବେ । ସେବା ସମ୍ବନ୍ଧ କ୍ଷେତ୍ରରେ ଉଚ୍ଚ ଭୂମିକା ଗ୍ରହଣ କରିବେ । ସମ୍ପର୍କୀୟ ସହାୟତା ଯୋଗୁଁ ଆର୍ଥିକ ସ୍ୱଚ୍ଛଳତା ସହ ଆପଣଙ୍କ ଆତ୍ମବିଶ୍ୱାସ ମଧ୍ୟ ବଢିବ । ପୂ,ଷାଢା- ବୈବାହିକ କର୍ମ ସକାଶେ ପୁତ୍ରକନ୍ୟାଙ୍କ ହେତୁକ କେତେକ ସମସ୍ୟାକୁ ନେଇ ଚିନ୍ତିତ ହେବେ । ଛାତ୍ରଙ୍କର ଲେଖାପଢ଼ାରେ ମନ ଲାଗିବ।ଆପଣଙ୍କ ଆତ୍ମବିଶ୍ୱାସ ଉଚ୍ଚ ରହିବ । ଉ,ଷାଢା- କର୍ମକ୍ଷେତ୍ରରେ ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିବେ। ମାତ୍ରାଧିକ ଭ୍ରମଣ ଯୋଗୁ ଆଳସ୍ୟ ଅନୁଭବ କରିପାରନ୍ତି । ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ ।
ପ୍ରତିକାର – ତାରାଙ୍କର ପୂଜାର୍ଚ୍ଚନା କରନ୍ତୁ
ଶୁଭ ରଙ୍ଗ :ହଳଦିଆ
ଶୁଭ ସଂଖ୍ୟା :୩
ଭାଗ୍ୟ ଉଦ୍ୟୋଗୀ ହେବା ସହିତ ବ୍ୟବସାୟ-ବାଣିଜ୍ୟରେ ଲାଭ ମିଳିବ । ପରିବାରରେ ସୁଖ-ପ୍ରୀତି ବୃଦ୍ଧି ପାଇବ । ଅଫିସରେ କରିଥିବା କାମର ଶ୍ରେୟ କାହାରିକୁ ଦିଅନ୍ତୁ ନାହିଁ । ଧର୍ମ ଭାବନାରୁ ମନ ଦୂରେଇବେ । ଶିକ୍ଷା ଓ କ୍ୟାରିୟର କ୍ଷେତ୍ରରେ ଆଗକୁ ବଢିବାର ସୁଯୋଗ ମିଳିବ । ତେଣୁ ନିଷ୍ଠାପର ଭାବରେ ପ୍ରୟାସ ଜାରି ରଖିବ ।