• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 27th March 2025; ଆଜି କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ରାଶିଫଳ..

ଭାଗ୍ୟ ଉଦ୍ୟୋଗୀ ହେବା ସହିତ ବ୍ୟବସାୟ-ବାଣିଜ୍ୟରେ ଲାଭ ମିଳିବ । ପରିବାରରେ ସୁଖ-ପ୍ରୀତି ବୃଦ୍ଧି ପାଇବ । ଅଫିସରେ କରିଥିବା କାମର ଶ୍ରେୟ କାହାରିକୁ ଦିଅନ୍ତୁ ନାହିଁ । ଧର୍ମ ଭାବନାରୁ ମନ ଦୂରେଇବେ ।

Capricorn

ମକର

Thursday 27 Mar 2025

ଉ,ଷାଢା- ସ୍ୱାସ୍ଥ୍ୟରେ  ପରିବର୍ତ୍ତନ ଆସି ଶାରୀରିକ କଷ୍ଟ ଦୂର ହେବ । ପିଲା ମାନଙ୍କ ପଢାକୁ ନେଇ ମନ ଖୁସି ରହିବ ସାମାଜିକ କ୍ଷେତ୍ରରେ ଆଶା କରୁଥିବା ଖବର ପାଇ ଆନନ୍ଦିତ ହେବେ । ବ୍ୟବସାୟରେ ଭାଗୀଦାରଙ୍କ ସହ ମନାନ୍ତର ଦୂରେଇ ଯିବ । ଶ୍ରବଣା- ସାମାଜିକ କ୍ଷେତ୍ରରେ ଯଶ ବଢିବ । ନମ୍ର ସ୍ୱଭାବ ସହ ମୁରବିଙ୍କ ସହିତ କଥାବାର୍ତ୍ତା ହୁଅନ୍ତୁ । ଛାତ୍ରଛାତ୍ରୀ ଅଧିକ ପରିଶ୍ରମ କରିଲେ ମଧ୍ୟ ମଧ୍ୟମ ଧରଣର ଫଳ ପାଇବେ । ଧନିଷ୍ଠା- ଚାକିରି କ୍ଷେତ୍ରରେ କୁଚକ୍ରାନ୍ତ ବଶବର୍ତ୍ତୀ ହୋଇ କ୍ଷୋଭ କରିବେ । ମାଲିମକଦ୍ଦମାର ଶୁଣାଣି ଆପଣଙ୍କ ବିପକ୍ଷରେ ଯିବ । ଅନ୍ୟ ମାନଙ୍କୁ ଭାବିଚିନ୍ତି କଥା କୁହନ୍ତୁ ।


ପ୍ରତିକାର – ଭଗବାନ ବିଷ୍ଣୁଙ୍କ ବିଗ୍ରହକୁ ପୂଜାର୍ଚ୍ଚନା କରନ୍ତୁ
 

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :

VASTU TIPS

ଭାଗ୍ୟ ଉଦ୍ୟୋଗୀ ହେବା ସହିତ ବ୍ୟବସାୟ-ବାଣିଜ୍ୟରେ ଲାଭ ମିଳିବ । ପରିବାରରେ ସୁଖ-ପ୍ରୀତି ବୃଦ୍ଧି ପାଇବ । ଅଫିସରେ କରିଥିବା କାମର ଶ୍ରେୟ କାହାରିକୁ ଦିଅନ୍ତୁ ନାହିଁ । ଧର୍ମ ଭାବନାରୁ ମନ ଦୂରେଇବେ । ଶିକ୍ଷା ଓ କ୍ୟାରିୟର କ୍ଷେତ୍ରରେ ଆଗକୁ ବଢିବାର ସୁଯୋଗ ମିଳିବ । ତେଣୁ ନିଷ୍ଠାପର ଭାବରେ ପ୍ରୟାସ ଜାରି ରଖିବ ।