ଭାଗ୍ୟ ଉଦ୍ୟୋଗୀ ହେବା ସହିତ ବ୍ୟବସାୟ-ବାଣିଜ୍ୟରେ ଲାଭ ମିଳିବ । ପରିବାରରେ ସୁଖ-ପ୍ରୀତି ବୃଦ୍ଧି ପାଇବ । ଅଫିସରେ କରିଥିବା କାମର ଶ୍ରେୟ କାହାରିକୁ ଦିଅନ୍ତୁ ନାହିଁ । ଧର୍ମ ଭାବନାରୁ ମନ ଦୂରେଇବେ ।
ଅଶ୍ୱନୀ- ବ୍ୟବସାୟରେ ମଧ୍ୟମ ଧରଣର ଲାଭ ପାଇବେ । ଆପଣଙ୍କୁ ଅର୍ଥଲାଭ ସାଙ୍ଗକୁ ବାକ୍ ବିଳାସ ପ୍ରଦାନ କରିବ । କର୍ମଜୀବୀମାନେ କର୍ମ ପ୍ରବଣତା ଦେଖାଇବେ । ଦ୍ୱିଜା- ଅସୁବିଧାଜନକ ସ୍ଥିତିରେ ଗୁରୁଜନଙ୍କ ବାଣୀ ମନରେ ଆଶ୍ୱସ୍ତି ଭରିପାରେ । ପ୍ରତିଯୋଗିତା କ୍ଷେତ୍ରରେ ବିଜୟୀ ହେବେ । ଅନ୍ୟମାନଙ୍କ କାମରେ ନିଜକୁ ମଜ୍ଜାଇ ରଖି ପ୍ରଶଂସିତ ହେବେ ।
କୃତିକା- ମହିଳାମାନେ ନାନା ସମସ୍ୟା ଭିତରେ ଗତି କରିବେ । ରାଜନୀତିରେ ଦୃଢ଼ ସାହାଯ୍ୟ ଓ ସମର୍ଥନ ଯୋଗୁ ଆଗେଇଯିବେ । ଆପଣ ଯାହା ଆଶା କରୁଥିଲେ ଆଜି ତାହା ସହଜ ଓ ସୁବିଧାରେ ପାଇଯିବେ ।
ପ୍ରତିକାର- ହନୁମାନଙ୍କର ପୂଜା ସହିତ ଚାଳିଶା ପାଠ କରନ୍ତୁ
ଶୁଭ ରଙ୍ଗ :ଲାଲ୍
ଶୁଭ ସଂଖ୍ୟା :୯
ଭାଗ୍ୟ ଉଦ୍ୟୋଗୀ ହେବା ସହିତ ବ୍ୟବସାୟ-ବାଣିଜ୍ୟରେ ଲାଭ ମିଳିବ । ପରିବାରରେ ସୁଖ-ପ୍ରୀତି ବୃଦ୍ଧି ପାଇବ । ଅଫିସରେ କରିଥିବା କାମର ଶ୍ରେୟ କାହାରିକୁ ଦିଅନ୍ତୁ ନାହିଁ । ଧର୍ମ ଭାବନାରୁ ମନ ଦୂରେଇବେ । ଶିକ୍ଷା ଓ କ୍ୟାରିୟର କ୍ଷେତ୍ରରେ ଆଗକୁ ବଢିବାର ସୁଯୋଗ ମିଳିବ । ତେଣୁ ନିଷ୍ଠାପର ଭାବରେ ପ୍ରୟାସ ଜାରି ରଖିବ ।