ସୈାର ବୃଷ ମାସ ଜ୍ୟେଷ୍ଠ ଶୁକ୍ଲପକ୍ଷ । ଇଂରାଜୀରେ ୨୭ ତାରିଖ ଶନିବାର । ଚନ୍ଦ୍ର – ସିଂହ ଅହୋରାତ୍ର । ତିଥି – ୭ମୀ ପ୍ରାତଃ ୦୭.୪୩ ଗତେ ୮ମୀ,ଘାତ ଚନ୍ଦ୍ର – କର୍କଟ ଓ ମକର ଅହୋରାତ୍ର,ଘାତ ବାର – ବୃଷ, ସିଂହ ଓ କନ୍ୟା,ପୁଷ୍କର ଦୋଷ – ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ ପ୍ରାତଃ ୦୭.୪୩ ଗତେ ୧ ପାଦ ।
ମୃଗଶିରା - ମସ୍ତିଷ୍କରୁ ଲାଗି ରହିଥିବା ସବୁ ଚିନ୍ତା ସମାପ୍ତ ହେବ । କର୍ତୁପକ୍ଷ ଆପଣଙ୍କ ଦରମାକୁ ବୃଦ୍ଧି କରିବା ପାଇଁ ନିଷ୍ପତି ନେଇ ପାରନ୍ତି । ବ୍ୟବସାୟକୁ ଆଗକୁ ନେବାରେ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବେ
ଆଦ୍ରା - ବନ୍ଧୁ ମାନଙ୍କ ସହିତ ସମୟ ଅତିବାହିତ କରିବେ । ପାରିବାରିକ ଜୀବନ ସୁଖ ଏବଂ ଶାନ୍ତିରେ କଟିବ । ଅଫିସରେ ସମସ୍ତେ ଆପଣଙ୍କୁ ସହଯୋଗ କରିବେ
ପୁନର୍ବସୁ - ଜମିବାଡି ସମ୍ବନ୍ଧିୟ ସମସ୍ୟାରୁ ମୁକ୍ତି ପାଇବେ । ସାଙ୍ଗଠନିକ କାର୍ଯ୍ୟରେ ଯୋଗଦାନ କରି ପାରନ୍ତି । ଆୟନ ଛାତ୍ରଙ୍କ ପାଇଁ ଦିନଟି ଭଲ ରହିବ
ପ୍ରତିକାର – ତ୍ରିପୁରା ସିନ୍ଦରୀଙ୍କର ମନ୍ତ୍ର ପାଠ କରନ୍ତୁ
ଶୁଭ ରଙ୍ଗ :ସବୁଜ
ଶୁଭ ସଂଖ୍ୟା :୫