ସୈାର ବୃଷ ମାସ ଜ୍ୟେଷ୍ଠ ଶୁକ୍ଲପକ୍ଷ । ଇଂରାଜୀରେ ୨୭ ତାରିଖ ଶନିବାର । ଚନ୍ଦ୍ର – ସିଂହ ଅହୋରାତ୍ର । ତିଥି – ୭ମୀ ପ୍ରାତଃ ୦୭.୪୩ ଗତେ ୮ମୀ,ଘାତ ଚନ୍ଦ୍ର – କର୍କଟ ଓ ମକର ଅହୋରାତ୍ର,ଘାତ ବାର – ବୃଷ, ସିଂହ ଓ କନ୍ୟା,ପୁଷ୍କର ଦୋଷ – ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ ପ୍ରାତଃ ୦୭.୪୩ ଗତେ ୧ ପାଦ ।
ପୁନର୍ବସୁ- ରୋଗରୁ ରକ୍ଷା ପାଇପାରିବେ । ବୃତ୍ତିରେ ଉନ୍ନତି ଆଣିବା ପାଇଁ ଅନେକ ସୁଯୋଗ ଉପଭୋଗ କରିବେ । ଆପଣଙ୍କର ପ୍ରେମ ଜୀବନ ଅଧିକ ରୋମାଞ୍ଚକର ହେବ । ସକରାତ୍ମକ ଫଳାଫଳ ଅନୁଭବ କରିବେ
ପୁଷ୍ୟା- ସମ୍ମାନ ଏବଂ ପ୍ରତିଷ୍ଠା ବୃଦ୍ଧି ପାଇବ । ଆପଣ ଏକ ନୂତନ କାର୍ଯ୍ୟ ଆରମ୍ଭ କରିବେ । ଉଚ୍ଚଶିକ୍ଷାକୁ ପ୍ରାଥମିକତା ଦେବେ । ଆପଣଙ୍କର ଆୟ ବୃଦ୍ଧି କରିବାର ଅନେକ ସମ୍ଭାବନା ରହିଛି
ଅଶ୍ଳେଷା- ଆପଣଙ୍କ ସାଥୀଙ୍କୁ ଅଧିକ ସମର୍ଥନ କରନ୍ତୁ । ଆପଣ ସର୍ବଦା ନିଜର ଭବିଷ୍ୟତକୁ ଧ୍ୟାନରେ ରଖି କାର୍ୟ୍ୟ କରିବା ଉଚିତ । ଆପଣ ନିଜ ପାଇଁ କୌଣସି ସମ୍ପତ୍ତି ବିନିଯୋଗ କିମ୍ବା କ୍ରୟ କରିବେ
ପ୍ରତିକାର – ଚନ୍ଦ୍ରଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ
ଶୁଭ ରଙ୍ଗ :ଧଳା
ଶୁଭ ସଂଖ୍ୟା :୨