ସୈାର ବୃଷ ମାସ ଜ୍ୟେଷ୍ଠ ଶୁକ୍ଲପକ୍ଷ । ଇଂରାଜୀରେ ୨୭ ତାରିଖ ଶନିବାର । ଚନ୍ଦ୍ର – ସିଂହ ଅହୋରାତ୍ର । ତିଥି – ୭ମୀ ପ୍ରାତଃ ୦୭.୪୩ ଗତେ ୮ମୀ,ଘାତ ଚନ୍ଦ୍ର – କର୍କଟ ଓ ମକର ଅହୋରାତ୍ର,ଘାତ ବାର – ବୃଷ, ସିଂହ ଓ କନ୍ୟା,ପୁଷ୍କର ଦୋଷ – ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ ପ୍ରାତଃ ୦୭.୪୩ ଗତେ ୧ ପାଦ ।
ମଘା- ପେଟ ବ୍ୟଥାରୁ ମୁକ୍ତି ମିଳିବ । ଯେକୈାଣସି କାମ କରିବା ବେଳେ ମନକୁ ଶାନ୍ତ ଋଖନ୍ତୁ । ବ୍ୟବସାୟରେ ପରିଶ୍ରମ ଅନୁଯାୟୀ ଫଳ ପାଇବ
ପୂ- ଫାଲ୍ଗୁନୀ- ରାଜନୈତିକ କ୍ଷେତ୍ରରେ ଟିକିଏ ଜଟିଳ ଆଡକୁ ଗତି କରିବ କିନ୍ତୁ ପରିମାଣ ବିଶେଷ କିଛି ଖରାପ ହେବ ନାହିଁ । ଶିକ୍ଷାର୍ଥୀ ମାନେ ସଫଳତା ଦିଗକୁ ଗତି କରିବେ । ଚାକିରୀ ଖୋଜୁଥିବା ବ୍ୟକ୍ତିମାନଙ୍କୁ ନିଜର ଚେଷ୍ଟା ଓ ପରିଶ୍ରମର ପରିମାଣ ମିଳିବ ।
ଉ- ଫାଲ୍ଗୁନୀ- ଉଚ୍ଚସ୍ତରୀୟ ଯାନବାହନ କ୍ରୟ କରିବାର ସୁବିଧା ପାଇବେ । ଜମିଜମା ପାଇଁ ଅର୍ଥ ବ୍ୟୟ କରିପାରିବେ । ସମାଜ କଲ୍ୟାଣ, ମନ୍ଦିର ମାନଙ୍କରେ ଯୋଗଦାନ କରି ପ୍ରଂଶସିତ ହେବେ । ମହିଳା ମାନେ ବୁଦ୍ଧି ଖଟାଇ ପରିସି୍ଥତିକୁ ସୁଧାରି ନେବେ ।
ପ୍ରତିକାର – ଶ୍ରୀ ମାତଙ୍ଗିଙ୍କ ଯନ୍ତ୍ର ମହାକବଚ ଧାରଣ କରନ୍ତୁ
ଶୁଭ ରଙ୍ଗ :ନାରଙ୍ଗୀ
ଶୁଭ ସଂଖ୍ୟା :୧