ସୈାର ବୃଷ ମାସ ଜ୍ୟେଷ୍ଠ ଶୁକ୍ଲପକ୍ଷ । ଇଂରାଜୀରେ ୨୭ ତାରିଖ ଶନିବାର । ଚନ୍ଦ୍ର – ସିଂହ ଅହୋରାତ୍ର । ତିଥି – ୭ମୀ ପ୍ରାତଃ ୦୭.୪୩ ଗତେ ୮ମୀ,ଘାତ ଚନ୍ଦ୍ର – କର୍କଟ ଓ ମକର ଅହୋରାତ୍ର,ଘାତ ବାର – ବୃଷ, ସିଂହ ଓ କନ୍ୟା,ପୁଷ୍କର ଦୋଷ – ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ ପ୍ରାତଃ ୦୭.୪୩ ଗତେ ୧ ପାଦ ।
ବିଶାଖା- ଶାରୀରିକ ଅବସ୍ଥାରେ ସନ୍ତୁଳନ ପାଇବେ । ଭଲ ପାଉଥିବା ଲୋକଙ୍କ ସହିତ ଆପଣ ସମୟ ବିତାଇବେ । ନିଜର ବନ୍ଧନକୁ ଦୃଢ଼ କରିବା ପାଇଁ ପ୍ରୟାସ କରିବେ । ଯଦି ଆପଣ ଏକ ନୂତନ ବ୍ୟବସାୟ ଆରମ୍ଭ କରନ୍ତି, ତେବେ ଫଳାଫଳ ଅନୁକୂଳ ହେବ
ଅନୁରାଧା- ଆପଣଙ୍କର ବ୍ୟକ୍ତିତ୍ୱ ପ୍ରତ୍ୟେକ କ୍ଷେତ୍ରରେ ବିକାଶ ହେବ । ପରୀକ୍ଷା ପ୍ରାର୍ଥୀମାନେ ଶ୍ରେଷ୍ଠ ପ୍ରଦର୍ଶନକାରୀ ହେବାର ସମ୍ଭାବନା ଅଧିକ ଦେଖାଦେବ
ଜ୍ୟୋଷ୍ଠା- ନିଜ ଜୀବନକୁ ସୁସଂଗଠିତ ରଖିବା ପାଇଁ ନିଜର ଦକ୍ଷତା ବିକାଶ କରିବା ଆବଶ୍ୟକ । ସରକାରୀ କ୍ଷେତ୍ରର କର୍ମଚାରୀଙ୍କ ଦରମା ବୃଦ୍ଧି ପାଇପାରେ । ମହିଳା ମାନେ କାର୍ଯ୍ୟ ବ୍ୟସ୍ତ ରହି ପାରନ୍ତି
ପ୍ରତିକାର – ମାଆ ଚର୍ଚ୍ଚିକାଙ୍କ ପୂଜା ପାଠ କରନ୍ତୁ
ଶୁଭ ରଙ୍ଗ :ଲାଲ୍
ଶୁଭ ସଂଖ୍ୟା :୯