Daily Horoscope 27th May 2023: ଏହି ରାଶିର ବ୍ୟକ୍ତିଙ୍କର ଆଜି ଜୀବନସାଥୀଙ୍କ ସହିତ ଦୂର ଯାତ୍ରାର ଯୋଗ ରହିଛି

ସୈାର ବୃଷ ମାସ ଜ୍ୟେଷ୍ଠ ଶୁକ୍ଲପକ୍ଷ । ଇଂରାଜୀରେ ୨୭ ତାରିଖ ଶନିବାର । ଚନ୍ଦ୍ର – ସିଂହ ଅହୋରାତ୍ର । ତିଥି – ୭ମୀ ପ୍ରାତଃ ୦୭.୪୩ ଗତେ ୮ମୀ,ଘାତ ଚନ୍ଦ୍ର – କର୍କଟ ଓ ମକର ଅହୋରାତ୍ର,ଘାତ ବାର – ବୃଷ, ସିଂହ ଓ କନ୍ୟା,ପୁଷ୍କର ଦୋଷ – ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ ପ୍ରାତଃ ୦୭.୪୩ ଗତେ ୧ ପାଦ ।

Aries

ମେଷ

Saturday 27 May 2023

ଅଶ୍ୱନୀ- ସୁସ୍ଥ ମାନସିକତା ରକ୍ଷା କରିବେ । ଭାଇଙ୍କ ଠାରୁ ସାହାର‌୍ୟ୍ୟ ସହଯୋଗ ପାଇ ଚିନ୍ତା ମୁକ୍ତ ରହିବେ । ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ । ବିଦେଶୀ ବନ୍ଧୁଙ୍କ ଦ୍ୱାରା ଅଧିକ ଉପକୃତ ହେବେ

ଦ୍ୱିଜା- କର୍ମକ୍ଷେତ୍ରରେ ନିମ୍ନ ବର୍ଗୀୟ ବ୍ୟକ୍ତି ବିଶେଷଙ୍କ ଠାରୁ ଲାଭବାନ୍ ହେବେ । ରାଜନୀତିରେ ପଛକଥାକୁ ଚିନ୍ତା କରି ବିରକ୍ତି ପ୍ରକାଶ କଲେ ଅନିଷ୍ଟକର ପରିସ୍ଥିତି ସୃଷ୍ଟି ହେବ । ସଂଘର୍ଷ କରି ବିଜୟ ଲାଭ ପାଇବେ

କୃତିକା- ନିଜ ପାଇଁ କିଛି ବାସୋପଯୋଗି ଭୂମି ବା ଘର କ୍ରୟ କରିପାରନ୍ତି । ଛାତ୍ରଛାତ୍ରୀ ମାନଙ୍କର ଧାର୍ମିକ ସାହିତ୍ୟ ପଢିବା ପାଇଁ ରୁଚି ବୃଦ୍ଧି ହେବ । ମହିଳା ମାନଙ୍କର ପାରିବାରିକ ଜୀବନ ଆନନ୍ଦରେ କଟିବ

ପ୍ରତିକାର - ହନୁମାନଙ୍କର ଆରାଧନା କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :