• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 27th May 2024: ଏହି ରାଶିର ବ୍ୟକ୍ତିମାନେ କୋର୍ଟରେ ଶୁଭ ଫଳ ପାଇବେ ...

ସୌର ବୃଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ । ଇଂରାଜୀରେ ୨୭ ତାରିଖ ସୋମବାର ଚନ୍ଦ୍ର-ଧନୁ ଦିବା ୦୪.୦୪ ଗତେ ମକର ତିଥି-୪ର୍ଥୀ ଦିବା ୦୪.୫୩ ଗତେ ୫ମୀ ଘାତଚନ୍ଦ୍ର- ତୁଳା ଓ କୁମ୍ଭ ରାଶିର, ଦିବା ୦୪.୦୪ ଗତେ ସିଂହ ରାଶିର ଘାତବାର- ମିଥୁନ ରାଶିର ପୁଷ୍କର ଦୋଷ- ଦିବା ୧୦.୧୩ ଗତେ ୧ ପାଦ-କୁଟୁମ୍ବହାନି ତିଳକାଞ୍ଚନ ଦାନ

Taurus

ବୃଷ

Monday 27 May 2024

କୃତିକା- ସ୍ୱାସ୍ଥ୍ୟ ଭଲ ରହିବା ସହିତ ସବୁ କାର୍ଯ୍ୟ କରି ପାରିବେ । ବ୍ୟବସାୟର ପଥ ସୁଗମ ହେବ । ସଂସାରିକ ଜୀବନ ଖୁବ ଭଲ ରହିବ । ପ୍ରେମ ସମ୍ପର୍କ ମଧୁର ରହିବ ।

ରୋହିଣୀ – ଚାକିରୀ ଆଦି କର୍ମକ୍ଷେତ୍ରରେ ଅପମାନିତ ହୋଇପାରନ୍ତି । ପିଲାମାନେ ପରିଶ୍ରମୀ ହେବେ । ପ୍ରଶାସନିକ ସ୍ତରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡିପାରେ ।

ମୃଗଶିରା – ଜମି ମାମଲା ତୁଟି ଯିବ । ମହିଳା ମାନେ ସୁଗୁଣ ହେବେ । କ୍ରୀଡ଼ା, ସଙ୍ଗୀତ ପ୍ରତିଯୋଗିତାରେ ସଫଳତା ଯୋଗୁ ମନ ଖୁସି ରହିବ ।

ପ୍ରତିକାର – ଶୁକ୍ରଙ୍କର ଗାୟତ୍ରି ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :