• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 27th May 2024: ଏହି ରାଶିର ବ୍ୟକ୍ତିମାନେ କୋର୍ଟରେ ଶୁଭ ଫଳ ପାଇବେ ...

ସୌର ବୃଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ । ଇଂରାଜୀରେ ୨୭ ତାରିଖ ସୋମବାର ଚନ୍ଦ୍ର-ଧନୁ ଦିବା ୦୪.୦୪ ଗତେ ମକର ତିଥି-୪ର୍ଥୀ ଦିବା ୦୪.୫୩ ଗତେ ୫ମୀ ଘାତଚନ୍ଦ୍ର- ତୁଳା ଓ କୁମ୍ଭ ରାଶିର, ଦିବା ୦୪.୦୪ ଗତେ ସିଂହ ରାଶିର ଘାତବାର- ମିଥୁନ ରାଶିର ପୁଷ୍କର ଦୋଷ- ଦିବା ୧୦.୧୩ ଗତେ ୧ ପାଦ-କୁଟୁମ୍ବହାନି ତିଳକାଞ୍ଚନ ଦାନ

Pisces

ମୀନ

Monday 27 May 2024

ପୂ , ଭାଦ୍ରପଦ - ଆପଣଙ୍କ ସମ୍ମାନରେ ଆଞ୍ଚ ଆସିପାରେ । ଆୟ ବଢ଼ିବାରେ ବାଧା ଉପୁଜିବ । ଭାତୃ ମଧ୍ୟରେ ମନ ମାଳିନ୍ୟ ହୋଇପାରେ । ବାଣିଜ୍ୟ, ବ୍ୟବସାୟ, ନିର୍ମାଣ, କ୍ଷେତ୍ରରେ ଆଶାନୁରୂପ ଫଳ ପାଇବେ ।

ଉ , ଭଦ୍ରପଦ - ସଭାସମିତିରେ କାମଗୁଡିକ ସୁରୁଖୁରୁରେ ସମ୍ପନ୍ନ ହୋଇଯିବ । କର୍ମ କ୍ଷେତ୍ରରେ ନିଜର ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ । ପିଲାମାନେ ପାଠପଢା ପ୍ରତି ବିମୁଖ ହେବେ ।

ରେବତୀ – ଋଣଗ୍ରସ୍ତ ହୋଇ ନୂତନ ଗୃହ ନିର୍ମାଣ କରି ପାରନ୍ତି । ମହିଳା ମାନେ କୌଣସି କାରଣରୁ ଦୁଃଖ ପ୍ରକାଶ କରିବେ । କେତେକ କ୍ଷେତ୍ରରେ ଜାଣିଶୁଣି ମଧ୍ୟ ନୀରବ ରହିବାକୁ ବାଧ୍ୟ ହେବେ ।

ପ୍ରତିକାର- ଶ୍ରୀ କୃଷ୍ଣଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :