• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 27th May 2024: ଏହି ରାଶିର ବ୍ୟକ୍ତିମାନେ କୋର୍ଟରେ ଶୁଭ ଫଳ ପାଇବେ ...

ସୌର ବୃଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ । ଇଂରାଜୀରେ ୨୭ ତାରିଖ ସୋମବାର ଚନ୍ଦ୍ର-ଧନୁ ଦିବା ୦୪.୦୪ ଗତେ ମକର ତିଥି-୪ର୍ଥୀ ଦିବା ୦୪.୫୩ ଗତେ ୫ମୀ ଘାତଚନ୍ଦ୍ର- ତୁଳା ଓ କୁମ୍ଭ ରାଶିର, ଦିବା ୦୪.୦୪ ଗତେ ସିଂହ ରାଶିର ଘାତବାର- ମିଥୁନ ରାଶିର ପୁଷ୍କର ଦୋଷ- ଦିବା ୧୦.୧୩ ଗତେ ୧ ପାଦ-କୁଟୁମ୍ବହାନି ତିଳକାଞ୍ଚନ ଦାନ

Cancer

କର୍କଟ

Monday 27 May 2024

ପୁନର୍ବସୁ - ପାରିବାରିକ ସମସ୍ୟାକୁ ସମାଧାନ କରିବା ସକାଶେ ଚେଷ୍ଟିତ ହେବେ । ଯାନବାହନ ଚାଳନାରେ ସତର୍କତା ଅବଲମ୍ବନ କରନ୍ତୁ । ବ୍ୟବସାୟରେ ଆୟ ବ୍ୟୟ ସମାନ ରହିବ ।

ପୁଷ୍ୟା – ଚାକିରୀରେ ସାମାନ୍ୟ ଅବହେଳା କରିବେ । ପିଲାମାନେ ପରିଶ୍ରମ କରି ମଧ୍ୟ ବିଫଳ ହେବେ । ବକେୟା ଅର୍ଥ ଆଦାୟ କରିବାରେ ବିଭିନ୍ନ ପ୍ରକାର କୌଶଳ ଅବଲମ୍ବନ କରିବାକୁ ପଡ଼ିପାରେ ।

ଅଶ୍ଳେଷା - ବିବାଦୀୟ ଘଟଣାରେ ଆପୋଷ ଆଲୋଚନା ଦ୍ୱାରା ସମସ୍ୟାର ସମାଧାନ ହୋଇଯିବ । ରାଜନୀତିରେ ପଦବୀ ପ୍ରାପ୍ତ ହୋଇପାରେ । ମହିଳା ମାନେ ବନ୍ଧୁଙ୍କ ସହିତ ସମୟ କାଟିବେ ।

ପ୍ରତିକାର –ଧଳା ରଙ୍ଗର ପୋଷାକ ବ୍ୟବହାର କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :