• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 27th May 2024: ଏହି ରାଶିର ବ୍ୟକ୍ତିମାନେ କୋର୍ଟରେ ଶୁଭ ଫଳ ପାଇବେ ...

ସୌର ବୃଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ । ଇଂରାଜୀରେ ୨୭ ତାରିଖ ସୋମବାର ଚନ୍ଦ୍ର-ଧନୁ ଦିବା ୦୪.୦୪ ଗତେ ମକର ତିଥି-୪ର୍ଥୀ ଦିବା ୦୪.୫୩ ଗତେ ୫ମୀ ଘାତଚନ୍ଦ୍ର- ତୁଳା ଓ କୁମ୍ଭ ରାଶିର, ଦିବା ୦୪.୦୪ ଗତେ ସିଂହ ରାଶିର ଘାତବାର- ମିଥୁନ ରାଶିର ପୁଷ୍କର ଦୋଷ- ଦିବା ୧୦.୧୩ ଗତେ ୧ ପାଦ-କୁଟୁମ୍ବହାନି ତିଳକାଞ୍ଚନ ଦାନ

Leo

ସିଂହ

Monday 27 May 2024

ମଘା- ଆପଣଙ୍କ ପାଇଁ ଟଙ୍କା ରୋଜଗାର କରିବାର ଅନେକ ସରଳ ଉପାୟ ମିଳିବ । ଲୋକପ୍ରିୟତା ରହିଥିବାରୁ କଠିନତର କାମକୁ ମଧ୍ୟ ସହଜରେ କରିପାରିବେ । କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ କାର୍ଯ୍ୟହାସଲ ପୂର୍ବକ ଉପକୃତ ହେବେ ।

ପୂ,ଫାଲଗୁନି- କର୍ମକ୍ଷେତ୍ରରେ ସମାଲୋଚିତ ହେଲେ ମଧ୍ୟ ସତ କହିବାକୁ କଦାପି ପଛେଇ ରହି ପାରିବେ ନାହିଁ । ସାହିତ୍ୟ, ସାମ୍ବାଦିକତା, ପ୍ରଶାସନ, ବ୍ୟବସାୟ କ୍ଷେତ୍ରରେ ଉଚ୍ଚ ଫଳ ପ୍ରାପ୍ତି ହୋଇପାରେ । କଳା, ସାହିତ୍ୟ, ନୃତ୍ୟ ଓ ସଙ୍ଗୀତ କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ ।

ଉ,ଫାଲଗୁନି- ଦୀର୍ଘଦିନରୁ ଚିନ୍ତା କରିଥିବା କାମଟି ହଠାତ୍ ହୋଇଯିବ । ବନ୍ଧୁ ପରିଜନଙ୍କ ସହିତ ଦେବ ଦର୍ଶନ ସାଙ୍ଗକୁ ଭ୍ରମଣ ସୁଯୋଗ ଜୁଟିବ । କ୍ୟାରିୟର କ୍ଷେତ୍ରରେ ବିଶେଷ ଧ୍ୟାନ ରଖିବା ଆବଶ୍ୟକ ।

ପ୍ରତିକାର – ମାତଙ୍ଗିଙ୍କର ଗାୟତ୍ରି ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :