• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 27th May 2024: ଏହି ରାଶିର ବ୍ୟକ୍ତିମାନେ କୋର୍ଟରେ ଶୁଭ ଫଳ ପାଇବେ ...

ସୌର ବୃଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ । ଇଂରାଜୀରେ ୨୭ ତାରିଖ ସୋମବାର ଚନ୍ଦ୍ର-ଧନୁ ଦିବା ୦୪.୦୪ ଗତେ ମକର ତିଥି-୪ର୍ଥୀ ଦିବା ୦୪.୫୩ ଗତେ ୫ମୀ ଘାତଚନ୍ଦ୍ର- ତୁଳା ଓ କୁମ୍ଭ ରାଶିର, ଦିବା ୦୪.୦୪ ଗତେ ସିଂହ ରାଶିର ଘାତବାର- ମିଥୁନ ରାଶିର ପୁଷ୍କର ଦୋଷ- ଦିବା ୧୦.୧୩ ଗତେ ୧ ପାଦ-କୁଟୁମ୍ବହାନି ତିଳକାଞ୍ଚନ ଦାନ

Virgo

କନ୍ୟା

Monday 27 May 2024

ଉ , ଫାଲଗୁନୀ – ଶାରୀରିକ ସମସ୍ୟା ଦୂରହେବ । ଶିଳ୍ପ, ବାଣିଜ୍ୟ, ପରିବହନ ସ୍ତରରେ ବ୍ୟସ୍ତତା ଦୂର ହୋଇଯିବ । ସମସ୍ତଙ୍କ ସହିତ ନମ୍ରତା ପୂର୍ଣ୍ଣ ବ୍ୟବହାର କରନ୍ତୁ ।

ହସ୍ତା – ପାରିବାରିକ ଜୀବନରେ କେତେକ ବ୍ୟତିକ୍ରମ ରହିଥିଲେ ମଧ୍ୟ ବିଶେଷ କିଛି ଅସୁବିଧା ହେବ ନାହିଁ । ଚାକିରୀକ୍ଷେତ୍ରରେ ଅପବାଦ ସହିବାକୁ ପଡିବ । ପିଲାମାନେ ଅପଯଶ ପାଇପାରନ୍ତି ।

ଚିତ୍ରା – ମାଲିମକଦମାରେ ସାମାନ୍ୟ ଅଶାନ୍ତି ଆସିପାରେ । ବନ୍ଧୁମାନଙ୍କ ସହଯୋଗ ହେତୁ ସଫଳତା ହାସଲ କରିବେ । ମହିଳା ମାନେ ଧର୍ମପରାୟଣ ରହିବେ ।

ପ୍ରତିକାର – ମିଠା ଖାଇ ଘରୁ ବାହରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :