• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 27th May 2024: ଏହି ରାଶିର ବ୍ୟକ୍ତିମାନେ କୋର୍ଟରେ ଶୁଭ ଫଳ ପାଇବେ ...

ସୌର ବୃଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ । ଇଂରାଜୀରେ ୨୭ ତାରିଖ ସୋମବାର ଚନ୍ଦ୍ର-ଧନୁ ଦିବା ୦୪.୦୪ ଗତେ ମକର ତିଥି-୪ର୍ଥୀ ଦିବା ୦୪.୫୩ ଗତେ ୫ମୀ ଘାତଚନ୍ଦ୍ର- ତୁଳା ଓ କୁମ୍ଭ ରାଶିର, ଦିବା ୦୪.୦୪ ଗତେ ସିଂହ ରାଶିର ଘାତବାର- ମିଥୁନ ରାଶିର ପୁଷ୍କର ଦୋଷ- ଦିବା ୧୦.୧୩ ଗତେ ୧ ପାଦ-କୁଟୁମ୍ବହାନି ତିଳକାଞ୍ଚନ ଦାନ

Libra

ତୁଳା

Monday 27 May 2024

ଚିତ୍ରା- ସ୍ୱାସ୍ଥ୍ୟ ପାଇଁ ପ୍ରତିକୂଳ ପ୍ରଭାବ ସୃଷ୍ଟି କରିପାରେ । ଦୁର୍ବଳତା ଯୋଗୁ କାମ କରିବାକୁ ଆଗ୍ରହ ପ୍ରକାଶ କରିବେ ନାହିଁ । ପାରିବାରିକ କ୍ଷେତ୍ରରେ ସହମତି ଭିତ୍ତିରେ କାମ କରିବା ଭଲ ।

ସ୍ୱାତୀ- ପିଲାମାନଙ୍କ ପଢ଼ା ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିପାରେ । ଅଫିସ୍ କାମରେ ଅବହେଳା ଦେବାକୁ ପଡ଼ିପାରେ ।

ବିଶାଖା- ଅପୂରଣୀୟ ଆଶା, ସଙ୍ଗୀତ, ଚଳଚ୍ଚିତ୍ର ତଥା ମନୋରଞ୍ଜନ କାର୍ଯ୍ୟରେ ନିୟୋଜିତ ହୋଇପାରନ୍ତି । ସବୁ କିଛି ଭୁଲି ଅନ୍ୟମାନଙ୍କୁ ଆପଣେଇନେବେ । କଥା ଓ କାମରେ ଫରକ ରହିଲେ ମଧ୍ୟ ମୁହଁ ସାମ୍ନାରେ କହିପାରିବେ ନାହିଁ।

ପ୍ରତିକାର – ପର୍ଶୁରାମ ଫଟକୁ ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :