• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 27th May 2024: ଏହି ରାଶିର ବ୍ୟକ୍ତିମାନେ କୋର୍ଟରେ ଶୁଭ ଫଳ ପାଇବେ ...

ସୌର ବୃଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ । ଇଂରାଜୀରେ ୨୭ ତାରିଖ ସୋମବାର ଚନ୍ଦ୍ର-ଧନୁ ଦିବା ୦୪.୦୪ ଗତେ ମକର ତିଥି-୪ର୍ଥୀ ଦିବା ୦୪.୫୩ ଗତେ ୫ମୀ ଘାତଚନ୍ଦ୍ର- ତୁଳା ଓ କୁମ୍ଭ ରାଶିର, ଦିବା ୦୪.୦୪ ଗତେ ସିଂହ ରାଶିର ଘାତବାର- ମିଥୁନ ରାଶିର ପୁଷ୍କର ଦୋଷ- ଦିବା ୧୦.୧୩ ଗତେ ୧ ପାଦ-କୁଟୁମ୍ବହାନି ତିଳକାଞ୍ଚନ ଦାନ

Scorpio

ବିଛା

Monday 27 May 2024

ବିଶାଖା – ଆଗରୁ ଭୋଗୁଥିବା ଶାରିରୀକ ସମସ୍ୟାର ଉନ୍ନତି ହେବ । ବ୍ୟବସାୟରେ ତିଷ୍ଠି ରହିଲେ ମଧ୍ୟ ଆଶାନୁରୂପକ ଲାଭ ନାହିଁ । ପାରିବାରିକ ଜୀବନରେ ଖର୍ଚ୍ଚର ପରିମାଣ ବଢିବ ।

ଅନୁରାଧା – କର୍ମକ୍ଷେତ୍ରରେ ଯେଉଁ କାର୍ଯ୍ୟ ହାତକୁ ନେବେ ସେଥିରେ ବିଫଳ ହେବେ । ପ୍ରତ୍ୟେକ କ୍ଷେତ୍ରରେ ଧୈର୍ଯ୍ୟହରା ନ ହୋଇ କାର୍ଯ୍ୟ କଲେ ଉପକୃତ ହେବେ । ପିଲାମାନେ ରୋଗାକ୍ରାନ୍ତ ହେବେ ।

ଜ୍ୟେଷ୍ଠା – ସାମାଜିକ ସ୍ତରରେ ଗଠନମୂଳକ କାର୍ଯ୍ୟରୁ ପ୍ରଶଂସିତ ହେବେ । କୋର୍ଟରେ ଶୁଭ ଫଳ ପାଇବେ । ମହିଳାମାନେ ନିରାଶବାଦୀ ରହିବେ ।

ପ୍ରତିକାର – ସୂର୍ଯ୍ୟ ଦେବତାଙ୍କୁ ନାଲି ମନ୍ଦାର ଅର୍ପଣ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :