• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 27th May 2024: ଏହି ରାଶିର ବ୍ୟକ୍ତିମାନେ କୋର୍ଟରେ ଶୁଭ ଫଳ ପାଇବେ ...

ସୌର ବୃଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ । ଇଂରାଜୀରେ ୨୭ ତାରିଖ ସୋମବାର ଚନ୍ଦ୍ର-ଧନୁ ଦିବା ୦୪.୦୪ ଗତେ ମକର ତିଥି-୪ର୍ଥୀ ଦିବା ୦୪.୫୩ ଗତେ ୫ମୀ ଘାତଚନ୍ଦ୍ର- ତୁଳା ଓ କୁମ୍ଭ ରାଶିର, ଦିବା ୦୪.୦୪ ଗତେ ସିଂହ ରାଶିର ଘାତବାର- ମିଥୁନ ରାଶିର ପୁଷ୍କର ଦୋଷ- ଦିବା ୧୦.୧୩ ଗତେ ୧ ପାଦ-କୁଟୁମ୍ବହାନି ତିଳକାଞ୍ଚନ ଦାନ

Sagittarius

ଧନୁ

Monday 27 May 2024

ମୂଳା- ଦୁଃସ୍ଥ ପରିବେଶରେ ଅଭାବ ପୂରଣ ଦିଗରେ ବନ୍ଧୁଙ୍କ ସାହାଯ୍ୟ କାମକୁ ଆସିବ । ସବୁକଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡ଼ିବେ । ପାରିବାରିକ ସମସ୍ୟାକୁ କେନ୍ଦ୍ରକରି ମନ ଭଲ ରହି ନ ପାରେ ।

ପୂ,ଷାଢା- ପରିବାରରେ ସ୍ତ୍ରୀଙ୍କ ସହ ମନୋମାଳିନ୍ୟ ଘଟିବାର ସୂଚନା ରହିଛି । ଛାତ୍ରୀ ମାନେ ପଢାରେ ଆଗକୁ ଯିବେ ।

ଉ,ଷାଢା- ଅନ୍ୟମନସ୍କ ଜନିତ କୌଣସି ଭୁଲ୍ କାମକରି ଅନୁତପ୍ତ ହେବାକୁ ପଡ଼ିପାରେ । ପଦପଦବୀ ଲାଭ ସାଙ୍ଗକୁ ଲକ୍ଷ୍ୟ ହାସଲ ଦିଗରେ ଆଗେଇ ଚାଲିବେ । ସାହିତ୍ୟ ଚର୍ଚ୍ଚା, ମନୋରଞ୍ଜନ, ପ୍ରଶାସନ କ୍ଷେତ୍ରରେ ଉନ୍ନତମାନର ଫଳ ପାଇବେ ।

ପ୍ରତିକାର – ତାରାଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :