• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 27th May 2024: ଏହି ରାଶିର ବ୍ୟକ୍ତିମାନେ କୋର୍ଟରେ ଶୁଭ ଫଳ ପାଇବେ ...

ସୌର ବୃଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ । ଇଂରାଜୀରେ ୨୭ ତାରିଖ ସୋମବାର ଚନ୍ଦ୍ର-ଧନୁ ଦିବା ୦୪.୦୪ ଗତେ ମକର ତିଥି-୪ର୍ଥୀ ଦିବା ୦୪.୫୩ ଗତେ ୫ମୀ ଘାତଚନ୍ଦ୍ର- ତୁଳା ଓ କୁମ୍ଭ ରାଶିର, ଦିବା ୦୪.୦୪ ଗତେ ସିଂହ ରାଶିର ଘାତବାର- ମିଥୁନ ରାଶିର ପୁଷ୍କର ଦୋଷ- ଦିବା ୧୦.୧୩ ଗତେ ୧ ପାଦ-କୁଟୁମ୍ବହାନି ତିଳକାଞ୍ଚନ ଦାନ

Capricorn

ମକର

Monday 27 May 2024

ଉ , ଷାଢା - ଶାରୀରିକ ଅସୁସ୍ଥତା ଓ ଧନ ବ୍ୟୟର ସୂଚନା ମିଳିବ । ପିଲାମାନେ ମଧ୍ୟମ ଧରଣର ଫଳ ପାଇବେ । କାମରେ ଭଲ ପ୍ରଦର୍ଶନ ପାଇଁ କିଛି ନୂଆ କରିବେ ।

ଶ୍ରବଣା – ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ଭଲ ହେବ । ରାଜନୀତିରେ ସତର୍କ ରହି କାର୍ଯ୍ୟ କରନ୍ତୁ । ଚାକିରୀରେ ଅଧିକ ପରିଶ୍ରମ କରିବାକୁ ପଡିବ ।

ଧନିଷ୍ଠା – କଳା, ସାହିତ୍ୟ ଓ ସଙ୍ଗୀତ କ୍ଷେତ୍ରରେ ସଫଳତା ଅର୍ଜନ କରିବେ । ଭୂ- ସମ୍ପତିରେ ଭାବିଚିନ୍ତି ପଇସା ନିବେଶ କରନ୍ତୁ । ମହିଳା ମାନେ ସନ୍ତାନଙ୍କ ଚିନ୍ତାରେ ରହିବେ ।

ପ୍ରତିକାର – ମା ଶାରଳାଙ୍କ ଆରଧନା କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :