• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 27th Nov 2022: ଏହି ରାଶିର ବ୍ୟକ୍ତିଙ୍କର ଆଜି ନୂତନ ଜମି କ୍ରୟ କରିପାରନ୍ତି

ସୈାର ବିଛା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୨୦ ତାରିଖ ରବିବାର ଚନ୍ଦ୍ର – କନ୍ୟା ଅହୋରାତ୍ର ତିଥି- ୧୧ଶୀ ଦିବା ୧୦/୪୧ ଗତେ ୧୨ଶୀ ଘାତ ଚନ୍ଦ୍ର- ବୃଷ ଅହୋରାତ୍ର ଘାତ ବାର – ମେଷ ପୁଷ୍କର ଦୋଷ – ୧ ପାଦ-କୃଷିହାନି-ଭୂମିଦାନ ଦିବା ୧୦/୪୧ ଗତେ ୨ ପାଦ

Aries

ମେଷ

Sunday 27 Nov 2022

ଅଶ୍ୱନୀ – ସ୍ୱାସ୍ଥ୍ୟ ସମସ୍ୟା ନିୟନ୍ତ୍ରଣାଧୀନ ରହିବ । ମନବଳ ଟାଣ ରହିବ ଓ ଖୁବ ଜିଦଘୋର ରହିବେ । କର୍ମ କ୍ଷେତ୍ରରେ ଧୀରେ ସୁସ୍ତେ ଗତିକରି ସଫଳତା ହାସଲ କରିବେ

ଦ୍ୱିଜା – ଅଫିସରୁ ଆସିଲା ବେଳେ ନିଜ ମନ ପସନ୍ଦର ଜିନିଷ ଟିଏ କିଣିକି ଆଣିବାରେ ସମର୍ଥ ହେବେ l ରାଜନୀତି କ୍ଷେତ୍ରରେ ସୁନାମ ଅର୍ଜନ କରିବେ । ଛାତ୍ରଛାତ୍ରିମାନେ ପରୀକ୍ଷାରେ ଉତମ ଫଳ ପ୍ରଦର୍ଶନ କରିବେ ।

କୃତିକା – ଦୂର ସ୍ଥାନରେ ନୂତନ ଜମି କ୍ରୟ କରି ଆନନ୍ଦିତ ରହିବେ । ମହିଳା ମାନେ କଠିନ ପରିଶ୍ରମ କରିବେ

ପ୍ରତିକାର - ହନୁମାନଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :