ସୈାର ବିଛା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୨୦ ତାରିଖ ରବିବାର ଚନ୍ଦ୍ର – କନ୍ୟା ଅହୋରାତ୍ର ତିଥି- ୧୧ଶୀ ଦିବା ୧୦/୪୧ ଗତେ ୧୨ଶୀ ଘାତ ଚନ୍ଦ୍ର- ବୃଷ ଅହୋରାତ୍ର ଘାତ ବାର – ମେଷ ପୁଷ୍କର ଦୋଷ – ୧ ପାଦ-କୃଷିହାନି-ଭୂମିଦାନ ଦିବା ୧୦/୪୧ ଗତେ ୨ ପାଦ
ଚିତ୍ରା – ଶରୀର ସୁସ୍ଥ ଓ ମନ ପ୍ରସନ୍ନ ରହିବ । ସନ୍ତାନ ଆପଣଙ୍କୁ କୈାଣସି ଭଲ ଖବର ଶୁଣାଇବେ । ବ୍ୟବସାୟରେ ଦ୍ୱିଗୁଣ ଲାଭ ପାଇବେ
ସ୍ୱାତୀ – ଚାକିରୀ କ୍ଷେତ୍ରରେ ଶତୃବୃଦ୍ଧି ଦେଖା ଦେଇପାରେ । କ୍ୟାରିୟରେ ନୂଆ କିର୍ତୀ ମାନ ସ୍ଥାପନ କରିବେ
ବିଶାଖା – ଭୂ- ସମ୍ପତିରେ ଭାବିଚିନ୍ତି ପଇସା ନିବେଶ କରନ୍ତୁ । ମହିଳା ମାନେ ଅତିଥି ଚର୍ଚ୍ଚାରେ ସମୟ ବିତାଇବେ
ପ୍ରତିକାର – ଶିବଙ୍କର ଦର୍ଶନ କରନ୍ତୁ
ଶୁଭ ରଙ୍ଗ :ଧଳା
ଶୁଭ ସଂଖ୍ୟା :୬