ସୈାର ବିଛା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୨୦ ତାରିଖ ରବିବାର ଚନ୍ଦ୍ର – କନ୍ୟା ଅହୋରାତ୍ର ତିଥି- ୧୧ଶୀ ଦିବା ୧୦/୪୧ ଗତେ ୧୨ଶୀ ଘାତ ଚନ୍ଦ୍ର- ବୃଷ ଅହୋରାତ୍ର ଘାତ ବାର – ମେଷ ପୁଷ୍କର ଦୋଷ – ୧ ପାଦ-କୃଷିହାନି-ଭୂମିଦାନ ଦିବା ୧୦/୪୧ ଗତେ ୨ ପାଦ
ଉ , ଷାଢା - ବନ୍ଧୁଙ୍କ ସହାୟତାରେ ବକୟ ଅର୍ଥ ପାଇବାରେ ସକ୍ଷମ ହେବ । ସନ୍ତାନ ମାନଙ୍କ ସମସ୍ୟା ବିଷୟରେ ଚିନ୍ତାକରି ମାନସିକ ଅଶାନ୍ତି ଦେଖା ଦେବ ।
ଶ୍ରବଣା – ବ୍ୟବସାୟରେ ମାନେ ମତାନ୍ତର ଦେଖାଦେବ । ସାମାଜିକ ସ୍ତରରେ ମନ ବୁଝାଣିଆ କଥା କହି ପରିସ୍ଥିତିକୁ ସମ୍ଭାଳି ନେବେ
ଧନିଷ୍ଠା – କର୍ମ କ୍ଷେତ୍ରରେ ସହକର୍ମୀଙ୍କ ସହ ସାମାନ୍ୟ ତିକ୍ତତା ସୃଷ୍ଟି ହୋଇପାରେ । ପ୍ରତ୍ୟେକ କ୍ଷେତ୍ରରେ ସଂଯମତା ରକ୍ଷା ନକରିଲେ ବିବାଦଗ୍ରସ୍ତ ହେବେ
ପ୍ରତିକାର – କାଳିଙ୍କ ଯନ୍ତ୍ରିକା ମହା କବଚ ଧାରଣ କରନ୍ତୁ ।
ଶୁଭ ରଙ୍ଗ :ନୀଳ
ଶୁଭ ସଂଖ୍ୟା :୮