ସୈାର ବିଛା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୨୭ ତାରିଖ ବୁଧବାର । ଚନ୍ଦ୍ର- କନ୍ୟା ସନ୍ଧ୍ୟା ୦୬.୦୭ ଗତେ ତୁଳା,ତିଥି- ୧୨ଶୀ ର ଅହୋରାତ୍ର,ଘାତଚନ୍ଦ୍ର- ବୃଷ ରାଶିର ସନ୍ଧ୍ୟା ୦୬.୦୭ ପର୍ଯ୍ୟନ୍ତ,ଘାତବାର- କର୍କଟ ରାଶିର, ପୁଷ୍କର ଦୋଷ- ୧ ପାଦ-ପଶୁସମ୍ପଦ ନାଶ-ଅନ୍ନଦାନ ।
ମଘା- ସ୍ୱାସ୍ଥ୍ୟରେ ଅବୋନ୍ନତି ଦେଖା ଦେଇପାରେ । ବିବାହ ଆଶାୟୀ ଯୁବକ ଯୁବତୀ ମାନଙ୍କ ପାଇଁ ସ୍ତିରିକୃତ ହୋଇପାରେ । ସମସ୍ତ ପ୍ରକାରର ସୁବିଧାଥିଲେ ମଧ୍ୟ ବହୁ କଷ୍ଟରେ କାର୍ୟ୍ୟସିଦ୍ଧି ଘଟିବ ।
ପୂ,ଫାଲଗୁନି- କମ୍ ପରିଶ୍ରମ କରି ନିଜର ଉଦେଶ୍ୟ ହାସଲ କରିନେବେ । ଚାକିରୀ କ୍ଷେତ୍ରରେ ବିରୋଧି ଦଳଙ୍କ ସଂଖ୍ୟା ବଢିପାରେ । ଶିକ୍ଷାକ୍ଷେତ୍ରରେ ଉଚ୍ଚକାଂକ୍ଷା ପୁର୍ତିର ଫଳ ସ୍ୱରୂପ ନିଜ କ୍ଷେତ୍ରରେ ଅଗ୍ରଣୀ ଭୂମିକା ଗ୍ରହଣ କରି ପାରିବେ
ଉ,ଫାଲଗୁନି- ଜମିବାଡି ସମ୍ବନ୍ଧିୟ ସମସ୍ୟାରୁ ମୁକ୍ତି ପାଇବେ । ମହିଳା ମାନେ କୌଣସି ଧର୍ମାନୁଷ୍ଠାନରେ କିଛି ଅଗ୍ରଣି ଦାୟିତ୍ୱ ନେଇ ପାରନ୍ତି । ଅନ୍ୟ ମନସ୍କତା ଓ ଆଘାତପ୍ରାପ୍ତିର ଆଶଙ୍କା ରହିଛି ।
ପ୍ରତିକାର – ମନ୍ଦିରରେ କଳା ସୋରିଷ ମଞ୍ଜି ଦାନ କରନ୍ତୁ
ଶୁଭ ରଙ୍ଗ :ଧଳା
ଶୁଭ ସଂଖ୍ୟା :୨