• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 27th Oct 2022: ଏହି ରାଶିର ବ୍ୟକ୍ତି ଆଜି ଦୂରଯାତ୍ରା କରିପାରନ୍ତି

ସୈାର ତୁଳା ମାସ କାର୍ତ୍ତିକ ଶୁକ୍ଳପକ୍ଷ । ଇଂରାଜୀରେ ୨୭ ତାରିଖ ଗୁରୁବାର ଚନ୍ଦ୍ର – ତୁଳା ପ୍ରାତଃ ୦୬/୩୦ ଗତେ ବିଛା ତିଥୀ - ୨ୟା ଦିବା ୧୨/୪୫ ଗତେ ୩ୟା ଘାତ ଚନ୍ଦ୍ର- ନାସ୍ତି ଘାତ ବାର – ତୁଳା , କୁମ୍ଭ ରାଶିର ପୁଷ୍କର ଦୋଷ – ୨ ପାଦ ଦିବା ୧୨/୧୦ ଗତେ ୧ ପାଦ ପଶୁ ସମ୍ପଦ ନାଶ- ଅନ୍ନଦାନ

Libra

ତୁଳା

Thursday 27 Oct 2022

ଚିତ୍ରା – ସ୍ୱାସ୍ଥ୍ୟରେ ଉନ୍ନତି ଆସିବ । ବନ୍ଧୁଙ୍କ ସହିତ ବାର୍ତାଳାପ କରିବେ । ବାଣିଜ୍ୟ ବ୍ୟବସାୟରେ ବିଦେଶ ଯିବେ ।

ସ୍ୱାତୀ – ରାଜନୀତିରେ ଉଚ୍ଚ ପଦବୀ ପାଇବେ । କର୍ମକ୍ଷେତ୍ରରେ ସହକର୍ମୀ ମାନେ ସାହାଯ୍ୟ କରିବେ । ପିଲାମାନେ କମ ପରିଶ୍ରମ କରି ଅଧିକ ଫଳ ପାଇବେ

ବିଶାଖା – ମାଲିମକନ୍ଦମା ମାମଲାରେ ପଡ଼ନ୍ତୁ ନାହିଁ । ମହିଳା ମାନେ ଘର କାମରେ ବ୍ୟସ୍ତ ରହିବେ

ପ୍ରତିକାର – ମହାଲକ୍ଷ୍ମୀଙ୍କ ଅଷ୍ଟକ ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :