• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 27th October 2024: ଆଜି ଏହି ରାଶିର ବ୍ୟକ୍ତି ରାଜନୈତିକ କ୍ଷେତ୍ରରେ ସଫଳତା ପାଇବେ

ସୌର ତୁଳା ମାସ କାର୍ତ୍ତିକ କୃଷ୍ଣପକ୍ଷ । ଇଂରାଜୀରେ ୨୭ ତାରିଖ ରବିବାର । ଚନ୍ଦ୍ର- ସିଂହ ଅହୋରାତ୍ର ,ତିଥି- ୧୧ଶୀ ଅହୋରାତ୍ର ,ଘାତଚନ୍ଦ୍ର- କର୍କଟ ଓ ମକର ରାଶିର ଅହୋରାତ୍ର,ଘାତବାର- ମେଷ ରାଶିର,ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ

Aries

ମେଷ

Sunday 27 Oct 2024

ଅଶ୍ୱନୀ- ପାରିବାରିକ ଶାନ୍ତି ଓ ସ୍ଥିରତା ଅବ୍ୟାହିତ ରହିବ । ପ୍ରତ୍ୟେକ କ୍ଷେତ୍ରରେ ପ୍ରତିକ୍ରିୟାଶୀଳ ମନୋବୃତି ପୋଷଣ କରିବା କାରଣରୁ ଅଶାନ୍ତି ସୃଷ୍ଟି ହୋଇପାରେ । ବନ୍ଧୁ ମାନେ ଠିକ୍ ଖବର ଦେବାରେ ହେଳା କରିପାରନ୍ତି ।

ଦ୍ୱିଜା- ରାଜନୀତିରେ ପଛକଥାକୁ ଚିନ୍ତା କରି ବିରକ୍ତି ପ୍ରକାଶ କଲେ ଅନିଷ୍ଟକର ପରିସ୍ଥିତି ସୃଷ୍ଟି ହେବ । ସଂଘର୍ଷ କରି ବିଜୟ ଲାଭ ପାଇବେ । କର୍ମକ୍ଷେତ୍ରରେ ନିମ୍ନ ବର୍ଗୀୟ ବ୍ୟକ୍ତି ବିଶେଷଙ୍କ ଠାରୁ ଲାଭବାନ୍ ହେବେ ।

କୃତିକା- ପଛ କଥା ପଛରେ ପକାଇ ଏହି ସମୟର ସଦୁପଯୋଗ କରିପାରିଲେ ଭଲ । ମନରେ ସାହସ ବାନ୍ଧି କୌଣସି କାମ ଆରମ୍ଭ କରି ପାରିଲେ ଅବଶ୍ୟ ସଫଳତା ପାଇବେ । ମାଲିମକଦ୍ଦମା ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ ।\

ପ୍ରତିକାର - ହନୁମାନଙ୍କର ଆରାଧନା କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :