• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 27th October 2024: ଆଜି ଏହି ରାଶିର ବ୍ୟକ୍ତି ରାଜନୈତିକ କ୍ଷେତ୍ରରେ ସଫଳତା ପାଇବେ

ସୌର ତୁଳା ମାସ କାର୍ତ୍ତିକ କୃଷ୍ଣପକ୍ଷ । ଇଂରାଜୀରେ ୨୭ ତାରିଖ ରବିବାର । ଚନ୍ଦ୍ର- ସିଂହ ଅହୋରାତ୍ର ,ତିଥି- ୧୧ଶୀ ଅହୋରାତ୍ର ,ଘାତଚନ୍ଦ୍ର- କର୍କଟ ଓ ମକର ରାଶିର ଅହୋରାତ୍ର,ଘାତବାର- ମେଷ ରାଶିର,ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ

Taurus

ବୃଷ

Sunday 27 Oct 2024

କୃତିକା- ବ୍ୟବସାୟରେ କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତି ହେବ । କର୍ମକ୍ଷେତ୍ରରେ ସମନ୍ୱୟ ରକ୍ଷାକରିବା ଫଳରେ ବନ୍ଧୁତ୍ୱ ବୃଦ୍ଧି ପାଇବ । ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି ।

ରୋହିଣୀ- ବ୍ୟବସାୟରେ ସଫଳତା ଅର୍ଜନ କରି ଆଶାତୀତ ଲାଭ ଉଠେଇବେ । କଠିନ ପରିଶ୍ରମ କରି ପଢାରେ ଆଗକୁ ବଢି ପାରିବେ । ପ୍ରତିଟି କାମ ମନ ଦେଇ କରିଲେ ସଫଳତା ପାଇବେ

ମୃଗଶିରା- କଚେରି ମାମଲାରେ କ୍ଷେତ୍ରରେ ଆଶାଜନକ ଫଳ ପାଇବେ । ମହିଳା ମାନେ କାର‌୍ୟ୍ୟବ୍ୟସ୍ତ ରହିବେ । ଅଫିସ୍ କାମ କରିବା ବେଳେ ମନକୁ ବିଭିନ୍ନ ପ୍ରକାର ଯୋଜନା ଆସିବ

ପ୍ରତିକାର – ଶ୍ୱେତଚନ୍ଦନ କର୍ପୂର ମିଶେଇ ମସ୍ତକରେ ଧାରଣ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :