• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 27th October 2024: ଆଜି ଏହି ରାଶିର ବ୍ୟକ୍ତି ରାଜନୈତିକ କ୍ଷେତ୍ରରେ ସଫଳତା ପାଇବେ

ସୌର ତୁଳା ମାସ କାର୍ତ୍ତିକ କୃଷ୍ଣପକ୍ଷ । ଇଂରାଜୀରେ ୨୭ ତାରିଖ ରବିବାର । ଚନ୍ଦ୍ର- ସିଂହ ଅହୋରାତ୍ର ,ତିଥି- ୧୧ଶୀ ଅହୋରାତ୍ର ,ଘାତଚନ୍ଦ୍ର- କର୍କଟ ଓ ମକର ରାଶିର ଅହୋରାତ୍ର,ଘାତବାର- ମେଷ ରାଶିର,ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ

Aquarius

କୁମ୍ଭ

Sunday 27 Oct 2024

ଧନିଷ୍ଠା- କର୍ମକ୍ଷେତ୍ରରେ ଭାବୁଥିବା କାମଟିକୁ କଷ୍ଟସାଧ୍ୟ ପୁରା କରିବେ । ପ୍ରେମ ସମ୍ପର୍କ ଭଲ ରହିବ । ନୂଆ କଳାକୈାଶଳ ଶିଖିବାକୁ ସୁଯୋଗ ମିଳିବ । ମନ ଭଲ ରହିବ ।

ଶତଭିଷା- ଶିଳ୍ପ ବାଣିଜ୍ୟ କ୍ଷେତ୍ରରେ ଅଭିବୃଦ୍ଧି ଘଟିପାରେ । କିଛି ଯାନ୍ତ୍ରିକ ଜିନିଷ ଉପକରଣ କ୍ରୟ କରିପାରନ୍ତି । ଉଚ୍ଚବିଦ୍ୟା ଅଧ୍ୟୟନ ପାଇଁ ବିଦେଶକୁ ଯାଇ ପାରନ୍ତି

ପୂ,ଭାଦ୍ରପଦ- ନୂଆ ବାହାନ କିଣିବାର ଆଶା ପୂରଣ ହୋଇପାରେ । ଭଲ ଟଙ୍କା ରୋଜଗାର କରିବା ସହିତ ଅନାବଶ୍ୟକ ଟଙ୍କା ଖର୍ଚ୍ଚ କରିବାରୁ ନିବୃତ୍ତ ରହିବେ । ପ୍ରଶାସନ କ୍ଷେତ୍ରରେ ଶୁଭ ଫଳ ପାଇବେ ।

ପ୍ରତିକାର – ଶନିଙ୍କର ଗାୟତ୍ରୀ ପାଠ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :