• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 27th October 2024: ଆଜି ଏହି ରାଶିର ବ୍ୟକ୍ତି ରାଜନୈତିକ କ୍ଷେତ୍ରରେ ସଫଳତା ପାଇବେ

ସୌର ତୁଳା ମାସ କାର୍ତ୍ତିକ କୃଷ୍ଣପକ୍ଷ । ଇଂରାଜୀରେ ୨୭ ତାରିଖ ରବିବାର । ଚନ୍ଦ୍ର- ସିଂହ ଅହୋରାତ୍ର ,ତିଥି- ୧୧ଶୀ ଅହୋରାତ୍ର ,ଘାତଚନ୍ଦ୍ର- କର୍କଟ ଓ ମକର ରାଶିର ଅହୋରାତ୍ର,ଘାତବାର- ମେଷ ରାଶିର,ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ

Pisces

ମୀନ

Sunday 27 Oct 2024

ପୂ,ଭାଦ୍ରପଦ- ଶାରୀରିକ ଅସୁସ୍ଥତା ଅନୁଭବ କରି ପାରନ୍ତି । ଭାଇ ବନ୍ଧୁମାନେ ସାହାର‌୍ୟ୍ୟ ପାଇ ଆନୁଷ୍ଠାନିକ କାମ ହାସଲ କରିବେ । କର୍ମକ୍ଷେତ୍ରରେ ଅତ୍ୟଧିକ ପରିଶ୍ରମ କରିବେ

ଉ,ଭାଦ୍ରପଦ- ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରି ପ୍ରଂଶସିତ ହେବେ । କର୍ମକ୍ଷେତ୍ରରେ ପଦୋନ୍ନତି ସୂଚନା ପାଇ ମନ ଆନନ୍ଦ ହେବ । ରାଜନୈତିକ କ୍ଷେତ୍ରରେ ଉଚ୍ଚ କର୍ମକର୍ତାଙ୍କ ସୁଦୃଷ୍ଟି ପ୍ରାପ୍ତ ହେବ

ରେବତୀ- ବିବାଦରେ ମଧ୍ୟସ୍ଥି କରିବାରେ ନିବୃତ ରୁହନ୍ତୁ । ମହିଳା ମାନେ ଭ୍ରମଣର ସୁଯୋଗ ପାଇବେ । ନୂତନ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହୋଇପାରେ । ବନ୍ଧୁଙ୍କ ସହିତ ଦୂରଯାତ୍ରା କରି ପାରନ୍ତି

ପ୍ରତିକାର – ପଶୁ,ପକ୍ଷୀ ମାନଙ୍କୁ କିଛି ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :