• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 27th October 2024: ଆଜି ଏହି ରାଶିର ବ୍ୟକ୍ତି ରାଜନୈତିକ କ୍ଷେତ୍ରରେ ସଫଳତା ପାଇବେ

ସୌର ତୁଳା ମାସ କାର୍ତ୍ତିକ କୃଷ୍ଣପକ୍ଷ । ଇଂରାଜୀରେ ୨୭ ତାରିଖ ରବିବାର । ଚନ୍ଦ୍ର- ସିଂହ ଅହୋରାତ୍ର ,ତିଥି- ୧୧ଶୀ ଅହୋରାତ୍ର ,ଘାତଚନ୍ଦ୍ର- କର୍କଟ ଓ ମକର ରାଶିର ଅହୋରାତ୍ର,ଘାତବାର- ମେଷ ରାଶିର,ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ

Cancer

କର୍କଟ

Sunday 27 Oct 2024

ପୁନର୍ବସୁ- ପେଟ ଓ ରକ୍ତ ଜନିତ ଅସୁସ୍ଥତା ପରିଲକ୍ଷିତ ହେବ । ଆଜି ସାଙ୍ଗମାନେ ବହୁତ ସହଯୋଗ କରିବେ । ଅସନ୍ତୋଷ ଭାବନାକୁ ନିଜ ଅବୈଧ ହେବାକୁ ଦିଅନ୍ତୁ ନାହିଁ । କର୍ମକ୍ଷେତ୍ରରେ କଠିନ ପରିଶ୍ରମ ପୂର୍ଣ୍ଣଫଳ ପାଇବେ

ପୁଷ୍ୟା- ପିତା ମାତାଙ୍କ ସହିତ ସାମାନ୍ୟ ମନମାଳିନ୍ୟ ଦେଖାଦେଇପାରେ । ଯେଉଁମାନେ ବିଦେଶୀ ବିଶ୍ୱବିଦ୍ୟାଳୟରେ ପଢିବାକୁ ଇଚ୍ଛା କରୁଛନ୍ତି ,ସେମାନେ ଆଡମିଶନ୍ ପାଇ ପାରିବେ । ରାଜନୀତି କ୍ଷେତ୍ରରେ ଧୈର‌୍ୟ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ ।

ଅଶ୍ଲେଷା- ଦୂର ଜାଗାକୁ ସ୍ଥାନାନ୍ତର ହେଲେ ମଧ୍ୟ ସମ୍ମାନ ଓ ପଦବୀରେ ଉନ୍ନତି ଆସିବ । ପୁରୁଣା ଋଣ ପରିଶୋଧ କରିବେ । ଗୃହିଣୀ ମାନଙ୍କ ପାଇଁ ଦିନଟି ଶୁଭପ୍ରଦ ରହିବ ।

ପ୍ରତିକାର – ମିଠା ଦହି ଖାଇ ଘରୁ ବାହାରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :