• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 27th October 2024: ଆଜି ଏହି ରାଶିର ବ୍ୟକ୍ତି ରାଜନୈତିକ କ୍ଷେତ୍ରରେ ସଫଳତା ପାଇବେ

ସୌର ତୁଳା ମାସ କାର୍ତ୍ତିକ କୃଷ୍ଣପକ୍ଷ । ଇଂରାଜୀରେ ୨୭ ତାରିଖ ରବିବାର । ଚନ୍ଦ୍ର- ସିଂହ ଅହୋରାତ୍ର ,ତିଥି- ୧୧ଶୀ ଅହୋରାତ୍ର ,ଘାତଚନ୍ଦ୍ର- କର୍କଟ ଓ ମକର ରାଶିର ଅହୋରାତ୍ର,ଘାତବାର- ମେଷ ରାଶିର,ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ

Virgo

କନ୍ୟା

Sunday 27 Oct 2024

ଉ,ଫଳଗୁନି- ହଠାତ୍ କୈାଣସି ରୋଗ ଦେଖା ଦେଇପାରେ । ପ୍ରେମ ମନ ଭାବନାରେ ହଠାତ୍ ଆଶୁଥିବା ପରିବର୍ତନ ଆପଣଙ୍କୁ ନିରାଶ କରିପାରେ । ଆପଣ ବହୁରାଷ୍ଟ୍ରୀୟ କମ୍ପାନୀରେ ଚାକିରି ପାଇଁ ଆବେଦନ କରି ସେଥିରେ ନିଶ୍ଚିନ୍ତ ଭାବରେ ସଫଳତା ପାଇବେ ।

ହସ୍ତା- ରୋଗି ମାନଙ୍କ ଅସୁସ୍ଥତା କମି ଯାଇପାରେ । ଭାଗ୍ୟ ଆପଣଙ୍କୁ ବହୁତ ସମର୍ଥନ କରିବ ଓ କାର‌୍ୟ୍ୟ ଅବସ୍ଥା ଅନୁକୂଳ ହେବ । ପାରିବାରିକ ପରିବେଶ ଅତ୍ୟନ୍ତ ଆନନ୍ଦଦାୟକ ହେବ ।

ଚିତ୍ରା- ଗୁପ୍ତ ଶତୃ ପରାଜିତ ହୋଇପାରନ୍ତି । ଜାଗା, ଜମି ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ । ମହିଳା ମାନେ ସହନଶୀଳତା ଦେଖାଇବେ ।

ପ୍ରତିକାର - ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :