• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 27th October 2024: ଆଜି ଏହି ରାଶିର ବ୍ୟକ୍ତି ରାଜନୈତିକ କ୍ଷେତ୍ରରେ ସଫଳତା ପାଇବେ

ସୌର ତୁଳା ମାସ କାର୍ତ୍ତିକ କୃଷ୍ଣପକ୍ଷ । ଇଂରାଜୀରେ ୨୭ ତାରିଖ ରବିବାର । ଚନ୍ଦ୍ର- ସିଂହ ଅହୋରାତ୍ର ,ତିଥି- ୧୧ଶୀ ଅହୋରାତ୍ର ,ଘାତଚନ୍ଦ୍ର- କର୍କଟ ଓ ମକର ରାଶିର ଅହୋରାତ୍ର,ଘାତବାର- ମେଷ ରାଶିର,ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ

Sagittarius

ଧନୁ

Sunday 27 Oct 2024

ମୂଳା- ବ୍ୟବସାୟୀ ମାନେ ବିଶେଷ ଲାଭବାନ୍ ହେବେ । କର୍ମକ୍ଷେତ୍ରରେ କର୍ମଚାରୀ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜି ପାରେ । ଆର୍ଥିକ ସ୍ଥିତି ପୂର୍ବପରି ରହିବ ଏବଂ ଅଭାବ ବୋଧ ବିଶେଷ ବାଧିବ ନାହିଁ ।

ପୂ,ଷାଢା- ରାଜନିତିରେ ମିଥ୍ୟା ଗୁଜବ ମନକୁ ଅତଙ୍କିତ କରିବା ସହ ଅସି୍ଥରତା ସୃଷ୍ଟି କରିବ । ବିଦ୍ୟାର୍ଥୀ ମାନେ ବିଦେଶ ଯାଇପାରନ୍ତି । ନିଜର ପରିସର ବୃଦ୍ଧି ପାଇଁ ଯଥା ସମ୍ଭବ ପ୍ରୟାସ କରିବେ ।

ଉ,ଷାଢା- ଅର୍ଥ ସମ୍ପର୍କିତ ଚୁକ୍ତିପତ୍ର କଲେ ଲାଭ ପାଇବେ । ଚାକିରିରେ ତୀକ୍ଷ୍ନ ବୁଦ୍ଧିମତାର ପରିଚୟ ଦେବେ । ସଭାସମିତିରେ ଉନ୍ନତ ମାନର ଆଲୋଚନା କରିବେ ।

ପ୍ରତିକାର – ଶ୍ରୀ ରାମଙ୍କୁ ଆରଧନା କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :