• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 27th October 2024: ଆଜି ଏହି ରାଶିର ବ୍ୟକ୍ତି ରାଜନୈତିକ କ୍ଷେତ୍ରରେ ସଫଳତା ପାଇବେ

ସୌର ତୁଳା ମାସ କାର୍ତ୍ତିକ କୃଷ୍ଣପକ୍ଷ । ଇଂରାଜୀରେ ୨୭ ତାରିଖ ରବିବାର । ଚନ୍ଦ୍ର- ସିଂହ ଅହୋରାତ୍ର ,ତିଥି- ୧୧ଶୀ ଅହୋରାତ୍ର ,ଘାତଚନ୍ଦ୍ର- କର୍କଟ ଓ ମକର ରାଶିର ଅହୋରାତ୍ର,ଘାତବାର- ମେଷ ରାଶିର,ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ

Capricorn

ମକର

Sunday 27 Oct 2024

ଉ,ଷାଢା- ମଧୁର କଥାରେ ପରକୁ ଆପଣାର କରିପାରନ୍ତି । ଶିଳ୍ପ , ବାଣିଜ୍ୟ ଓ ବ୍ୟବସାୟରେ ନିଜର ଯୋଜନାମୁତାବକ କାମ କରିବେ । ପାରିବାରିକ କ୍ଷେତ୍ରରେ ବୁଝାବଣା ଠିକ୍ ରହିବ

ଶ୍ରବଣା- ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ । ସାଂସୃତିକ ପରିବେଶରେ ଯୋଗ ଦାନ ଦେବେ । ବିଦ୍ୟାର୍ଥୀ ମାନେ ସଫଳତା ହାସଲ କରିବେ

ଧନିଷ୍ଠା- ମହିଳା ମାନଙ୍କର ମାନସିକ ସ୍ଥିତି ଭଲ ରହିବ ନାହିଁ । ବିଦ୍ୟାର୍ଥୀ ମାନେ ଜୋରଦାର ଉଦ୍ୟମ କରି ସଫଳତା ପାଇବେ । ପଛ କଥା ନଭାବି ବର୍ତମାନ ପରିସ୍ଥିତିକୁ ସାମ୍ନା କରିବେ

ପ୍ରତିକାର – ଶନିଙ୍କର ଗାୟତ୍ରୀ ପାଠ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :