ସୈାର କନ୍ୟା ମାସ ଆଶ୍ୱିନ ଶୁକ୍ଳପକ୍ଷ । ଇଂରାଜୀରେ ୨୭ ତାରିଖ ମଙ୍ଗଳବାର ତିଥି –୨ୟା ରାତ୍ରି ୦୨/୨୮ ଗତେ ୩ୟା ଚନ୍ଦ୍ର – କନ୍ୟା ସନ୍ଧ୍ୟା ୦୬/୧୭ ଗତେ ତୁଳା ଘାତ ଚନ୍ଦ୍ର- ବୃଷ ସନ୍ଧ୍ୟା ୦୬/୧୭ ପର୍ଯ୍ୟନ୍ତ ଘାତ ବାର – ମକର ରାଶିର ପୁଷ୍କର ଦୋଷ – ୨ ପାଦ କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ ରାତ୍ରି ୦୨/୨୮ ଗତେ ୧ ପାଦ -କୃଷିହାନି-ଭୂମିଦାନ
ପୂ , ଭାଦ୍ରପଦ - ରାଜନେତା ନୂଆ କାର୍ଯ୍ୟ ଭାର ଗ୍ରହଣ କରିବେ
ଉ , ଭଦ୍ରପଦ - ପ୍ରେମ ଜୀବନ ମଧୁର ମୟ ରହିବ
ରେବତୀ –ଅଫିସରେ କୈାଣସି ମହତ୍ୱ ପୂର୍ଣ୍ଣ କାର୍ଯ୍ୟ ମିଳିବ
ପ୍ରତିକାର – ଶ୍ରୀ ବିଷ୍ଣୁଙ୍କୁ ପୁଷ୍ପ ଅର୍ପଣ କରନ୍ତୁ
ଶୁଭ ରଙ୍ଗ :ହଳଦିଆ
ଶୁଭ ସଂଖ୍ୟା :୩