• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 27th Sept 2022: ଏହି ରାଶିର ବ୍ୟକ୍ତି ଆଜି ବ୍ୟବସାୟରେ ସଫଳତା ପାଇବେ

ସୈାର କନ୍ୟା ମାସ ଆଶ୍ୱିନ ଶୁକ୍ଳପକ୍ଷ । ଇଂରାଜୀରେ ୨୭ ତାରିଖ ମଙ୍ଗଳବାର ତିଥି –୨ୟା ରାତ୍ରି ୦୨/୨୮ ଗତେ ୩ୟା ଚନ୍ଦ୍ର – କନ୍ୟା ସନ୍ଧ୍ୟା ୦୬/୧୭ ଗତେ ତୁଳା ଘାତ ଚନ୍ଦ୍ର- ବୃଷ ସନ୍ଧ୍ୟା ୦୬/୧୭ ପର୍ଯ୍ୟନ୍ତ ଘାତ ବାର – ମକର ରାଶିର ପୁଷ୍କର ଦୋଷ – ୨ ପାଦ କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ ରାତ୍ରି ୦୨/୨୮ ଗତେ ୧ ପାଦ -କୃଷିହାନି-ଭୂମିଦାନ

Cancer

କର୍କଟ

Tuesday 27 Sep 2022

ପୁନର୍ବସୁ - ଖୁସି ଖବର ଶୁଣି ମନ ପ୍ରଫୁଲିତ ରହିବ

ପୁଷ୍ୟା – ସାମାଜିକ କାର୍ଯ୍ୟରେ ଅଂଶଗ୍ରହଣ କରିବେ

ଅଶ୍ଳେଷା - ଆମଦାନି ବଢଇବାର ନୂଆ ଯୋଜନ ମୁଣ୍ଡକୁ ଆସିପାରେ

ପ୍ରତିକାର – ମାଆ ଭୁବନେଶୂରୀ ଯନ୍ତ୍ରିକା ମହାକବଚ ଧାରଣ କରିପାରନ୍ତି

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :