ସୈାର କନ୍ୟା ମାସ ଆଶ୍ୱିନ ଶୁକ୍ଳପକ୍ଷ । ଇଂରାଜୀରେ ୨୭ ତାରିଖ ମଙ୍ଗଳବାର ତିଥି –୨ୟା ରାତ୍ରି ୦୨/୨୮ ଗତେ ୩ୟା ଚନ୍ଦ୍ର – କନ୍ୟା ସନ୍ଧ୍ୟା ୦୬/୧୭ ଗତେ ତୁଳା ଘାତ ଚନ୍ଦ୍ର- ବୃଷ ସନ୍ଧ୍ୟା ୦୬/୧୭ ପର୍ଯ୍ୟନ୍ତ ଘାତ ବାର – ମକର ରାଶିର ପୁଷ୍କର ଦୋଷ – ୨ ପାଦ କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ ରାତ୍ରି ୦୨/୨୮ ଗତେ ୧ ପାଦ -କୃଷିହାନି-ଭୂମିଦାନ
ମଘା – ଆପଣଙ୍କ ସ୍ୱଭାବ ଟିକେ କୋମଳ କରନ୍ତୁ
ପୂ , ଫାଲଗୁନୀ - ଚାକିରିରେ ବଦଳି ହେବା ଦ୍ୱାରା ଅସୁବିଧାରେ ପଡି ପାରନ୍ତି
ଉ ,ଫାଲଗୁନୀ – କିଣା ବିକା ବେଳେ ସାବଧନତା ଅବଲମ୍ବନ କରନ୍ତୁ ଶୁଭ
ପ୍ରତିକାର – ଶ୍ରୀ ମାତଙ୍ଗିଙ୍କ ଯନ୍ତ୍ର ମହାକବଚ ଧାରଣ କରନ୍ତୁ
ଶୁଭ ରଙ୍ଗ :ନାରଙ୍ଗୀ
ଶୁଭ ସଂଖ୍ୟା :୧