ସୈାର କନ୍ୟା ମାସ ଆଶ୍ୱିନ ଶୁକ୍ଳପକ୍ଷ । ଇଂରାଜୀରେ ୨୭ ତାରିଖ ମଙ୍ଗଳବାର ତିଥି –୨ୟା ରାତ୍ରି ୦୨/୨୮ ଗତେ ୩ୟା ଚନ୍ଦ୍ର – କନ୍ୟା ସନ୍ଧ୍ୟା ୦୬/୧୭ ଗତେ ତୁଳା ଘାତ ଚନ୍ଦ୍ର- ବୃଷ ସନ୍ଧ୍ୟା ୦୬/୧୭ ପର୍ଯ୍ୟନ୍ତ ଘାତ ବାର – ମକର ରାଶିର ପୁଷ୍କର ଦୋଷ – ୨ ପାଦ କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ ରାତ୍ରି ୦୨/୨୮ ଗତେ ୧ ପାଦ -କୃଷିହାନି-ଭୂମିଦାନ
ଉ , ଷାଢା - ସ୍ୱାସ୍ଥ୍ୟ ସମସ୍ୟା ଉପନ୍ନ ହୋଇପାରେ
ଶ୍ରବଣା – କୋର୍ଟକଚେରୀ ମାମଲାଠୁ ଦୂରରେ ରୁହନ୍ତୁ
ଧନିଷ୍ଠା – ଆର୍ଥିକ ସ୍ଥିତିକୁ ନେଇ ମାନସିକ ଅସ୍ଥିରତା ବଢିପାରେ
ପ୍ରତିକାର – ମହାଦେବଙ୍କର ପୂଜାର୍ଚ୍ଚନା କରନ୍ତୁ
ଶୁଭ ରଙ୍ଗ :ନୀଳ
ଶୁଭ ସଂଖ୍ୟା :୮