• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 27th September 2024: ଆଜି ଏହି ରାଶିର ବ୍ୟକ୍ତିଙ୍କର ଚାକିରିରେ ପଦୋନ୍ନତିର ଯୋଗ ରହିଛି

ସୌର କନ୍ୟା ମାସ ଆଶ୍ୱିନ କୃଷ୍ଣପକ୍ଷ । ଇଂରାଜୀରେ ୨୭ ତାରିଖ ଶୁକ୍ରବାର ।ଚନ୍ଦ୍ର- କର୍କଟ ଅହୋରାତ୍ର, ତିଥି- ୧୦ମୀ ଦିବା ୦୧.୨୦ ଗତେ ୧୧ଶୀ,ଘାତଚନ୍ଦ୍ର- ନାସ୍ତି ,ଘାତବାର- ବିଛା , ଧନୁ ଓ ମୀନ ରାଶିର ପୁଷ୍କର ଦୋଷ- ନାସ୍ତି

Aries

ମେଷ

Friday 27 Sep 2024

ଅଶ୍ୱନୀ- ପ୍ରେମ ଜୀବନ ମଧୁରମୟ ରହିବ । କର୍ମ କରିବା ଶୈଳିରେ ପରିବର୍ତନ ଆଣିବେ । ଜୀବନ ସାଥୀଙ୍କ ସହିତ ସମ୍ବନ୍ଧ ବଢିଆ ରହିବ । କର୍ମ ସ୍ଥାନରେ ବହୁ ବାଧାବିଘ୍ନ ଓ ବିବାଦ ଦେଖାଦେଇ ପାରେ

ଦ୍ୱିଜା- ଅଫିସ୍ କାମରେ ସଂପୂର୍ଣ୍ଣ ବ୍ୟସ୍ତ ରହିବେ । ରାଜନୀତିରେ ସାହାସିକ ପଦକ୍ଷପ ନେଇ ଆଗକୁ ଅତିକ୍ରମ କରିବେ । ଯାତାୟତ ସମୟରେ ସାବଧାନତା ଅବଲମ୍ବନ କରନ୍ତୁ । ଖେଳାଳିଙ୍କ ଲାଗି ଦିନଟି ଭଲ ରହିବ

କୃତିକା-ନୂତନ ବନ୍ଧୁ ଙ୍କ ସହ ସମୟ ବିତାଇବେ । ଭୂମି କ୍ରୟ କରିବାର ସୁଯୋଗ ଅଛି । ମହିଳା ମାନେ ସ୍ୱାଭିମାନ ରହିବେ । ରୋଜଗାରର ନୂତନ ସୁଯୋଗ ସୃଷ୍ଟି ହେବ । 

ପ୍ରତିକାର - ଗୋ ମାତାଙ୍କୁ କିଛି ଘାସ ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :