• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 27th September 2024: ଆଜି ଏହି ରାଶିର ବ୍ୟକ୍ତିଙ୍କର ଚାକିରିରେ ପଦୋନ୍ନତିର ଯୋଗ ରହିଛି

ସୌର କନ୍ୟା ମାସ ଆଶ୍ୱିନ କୃଷ୍ଣପକ୍ଷ । ଇଂରାଜୀରେ ୨୭ ତାରିଖ ଶୁକ୍ରବାର ।ଚନ୍ଦ୍ର- କର୍କଟ ଅହୋରାତ୍ର, ତିଥି- ୧୦ମୀ ଦିବା ୦୧.୨୦ ଗତେ ୧୧ଶୀ,ଘାତଚନ୍ଦ୍ର- ନାସ୍ତି ,ଘାତବାର- ବିଛା , ଧନୁ ଓ ମୀନ ରାଶିର ପୁଷ୍କର ଦୋଷ- ନାସ୍ତି

Taurus

ବୃଷ

Friday 27 Sep 2024

କୃତିକା - କୈାଣସି ସମ୍ବନ୍ଧକୁ ନେଇ ଅଧିକ ଭାବପ୍ରବଣ ରହିବେ । କାମରେ ଭାଇ,ଭଉଣୀଙ୍କ ସହଯୋଗ ପାଇବେ ।ଅନେକ ଦିନରୁ ଲାଗି ରହିଥିବା ଦେହ ପିଡାରୁ ମୁକ୍ତ ରହିବେ ।

ରୋହିଣୀ – ପଢାପଢିରେ ଶୁଭଫଳ ମିଳିବ । କାର‌୍ୟ୍ୟ କ୍ଷେତ୍ରରେ ଏଭଳି ସୁଯୋଗ ପାଇବେ , ଯାହା ଦ୍ୱାରା ଭବିଷ୍ୟତ ଉଜ୍ଜଳ ହେବ । ନୂଆ ନୂଆ ବନ୍ଧୁ ସୃଷ୍ଟି କରିବେ

ମୃଗଶିରା – ମହିଳା ମାନେ ଖାଦ୍ୟ ପ୍ରିୟ ରହିବେ । ପ୍ରିୟ ଲୋକଙ୍କ ସହିତ ଆନନ୍ଦିତ ହେବେ । ଉନ୍ନତି ପାଇଁ ନୂଆ ମାର୍ଗ ଖୋଲିବ । ସାହିତ୍ୟ, ସଙ୍ଗିତ ଓ ସୃଜନାଶୀଳତା ବୃଦ୍ଧି ପାଇବ ।

ପ୍ରତିକାର – ମା ଲକ୍ଷ୍ମୀଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :