• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 27th September 2024: ଆଜି ଏହି ରାଶିର ବ୍ୟକ୍ତିଙ୍କର ଚାକିରିରେ ପଦୋନ୍ନତିର ଯୋଗ ରହିଛି

ସୌର କନ୍ୟା ମାସ ଆଶ୍ୱିନ କୃଷ୍ଣପକ୍ଷ । ଇଂରାଜୀରେ ୨୭ ତାରିଖ ଶୁକ୍ରବାର ।ଚନ୍ଦ୍ର- କର୍କଟ ଅହୋରାତ୍ର, ତିଥି- ୧୦ମୀ ଦିବା ୦୧.୨୦ ଗତେ ୧୧ଶୀ,ଘାତଚନ୍ଦ୍ର- ନାସ୍ତି ,ଘାତବାର- ବିଛା , ଧନୁ ଓ ମୀନ ରାଶିର ପୁଷ୍କର ଦୋଷ- ନାସ୍ତି

Aquarius

କୁମ୍ଭ

Friday 27 Sep 2024

ଧନିଷ୍ଠା- ବିବାହ ଆଦି ଶୁଭ କର୍ମରେ ଯୋଗ ଦେଇ ପାରନ୍ତି । କର୍ମ କ୍ଷେତ୍ରରେ ବହୁ ବାଧା ସହି ସଫଳତା ହାସଲ କରିବେ । ବ୍ୟବସାୟିକ ସ୍ଥିତି ଅନୁକୁଳ ରହିବ ।

ଶତଭିଷା- ରାଜନିତିରେ ସତ୍ୟବାଦି ହେବେ । ବନ୍ଧୁଙ୍କ ଠାରୁ ସହାୟତା ପାଇ ପାରନ୍ତି । ଲେଖାପଢାରେ ଧନ ଅର୍ଜନ କରିବେ । ନିଜର ଭଲ ବ୍ୟବହାର ଦେଖାଇ ସମସ୍ତଙ୍କ ମନ ଜିତିବେ

ପୂ,ଭାଦ୍ରପଦ- ଗୃହ ନିର୍ମାଣ ବ୍ୟବସାୟ କ୍ଷେତ୍ରରେ ସଫଳତା ଲାଭ କରିବେ । ମହିଳା ମାନେ କର୍ମ କ୍ଷେତ୍ରରେ ନିଯୁକ୍ତି ପାଇ ପାରନ୍ତି । ପୂର୍ବରୁ କରିଥିବା କର୍ମ ପାଇଁ ଦଣ୍ଡ ପାଇ ପାରନ୍ତି

ପ୍ରତିକାର – ରାହୁଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :