• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 27th September 2024: ଆଜି ଏହି ରାଶିର ବ୍ୟକ୍ତିଙ୍କର ଚାକିରିରେ ପଦୋନ୍ନତିର ଯୋଗ ରହିଛି

ସୌର କନ୍ୟା ମାସ ଆଶ୍ୱିନ କୃଷ୍ଣପକ୍ଷ । ଇଂରାଜୀରେ ୨୭ ତାରିଖ ଶୁକ୍ରବାର ।ଚନ୍ଦ୍ର- କର୍କଟ ଅହୋରାତ୍ର, ତିଥି- ୧୦ମୀ ଦିବା ୦୧.୨୦ ଗତେ ୧୧ଶୀ,ଘାତଚନ୍ଦ୍ର- ନାସ୍ତି ,ଘାତବାର- ବିଛା , ଧନୁ ଓ ମୀନ ରାଶିର ପୁଷ୍କର ଦୋଷ- ନାସ୍ତି

Pisces

ମୀନ

Friday 27 Sep 2024

ପୂ , ଭାଦ୍ରପଦ - ସାମୟିକ ଭାବରେ ଶାରିରୀକ ଅସୁସ୍ଥତା ଦେଖା ଦେଇପାରେ । ମନ ଆଧ୍ୟାତ୍ମିକତା ପ୍ରତି ଅଧିକ ରହିବ । ଆପଣଙ୍କ ସମ୍ପର୍କରେ ଆସୁଥିବା ପ୍ରତ୍ୟେକ ଲୋକଙ୍କ ସହ ପ୍ରେମପୂର୍ଣ୍ଣ ବ୍ୟବହାର କରିବେ ।

ଉ , ଭଦ୍ରପଦ - ନିଜ ସାମର୍ଥ୍ୟ ଅନୁଯାୟୀ ସରଳ ଭାବେ କାମ ପୁରା କରିବେ । ବିଦ୍ୟାର୍ଥୀ ମାନେ ନାନା ସମସ୍ୟାରେ ଆଗେଇବେ । ପ୍ରେମିକା , ପ୍ରେମିକ ଦର୍ଶନୀୟ ସାନକୁ ବୁଲି ଯିବେ ।

ରେବତୀ – କର୍ମକ୍ଷେତ୍ରରେ କାରଣ ନ ଥାଇ ମଧ୍ୟ ଦୋଷୀ ସାବ୍ୟସ୍ତ ହେବାକୁ ପଡିପାରେ । ପ୍ରତ୍ୟେକ କ୍ଷେତ୍ରରେ ପ୍ରତିକ୍ରିୟାଶୀଳ ମନୋବୃତି ପୋଷଣ କରିବା କାରଣରୁ ଅଶାନ୍ତି ସୃଷ୍ଟି ହୋଇପାରେ ।

ପ୍ରତିକାର – ହଳଦିଆ ରଙ୍ଗର ପୋଷାକ ବ୍ୟବହାର କରିବେ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :