• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 27th September 2024: ଆଜି ଏହି ରାଶିର ବ୍ୟକ୍ତିଙ୍କର ଚାକିରିରେ ପଦୋନ୍ନତିର ଯୋଗ ରହିଛି

ସୌର କନ୍ୟା ମାସ ଆଶ୍ୱିନ କୃଷ୍ଣପକ୍ଷ । ଇଂରାଜୀରେ ୨୭ ତାରିଖ ଶୁକ୍ରବାର ।ଚନ୍ଦ୍ର- କର୍କଟ ଅହୋରାତ୍ର, ତିଥି- ୧୦ମୀ ଦିବା ୦୧.୨୦ ଗତେ ୧୧ଶୀ,ଘାତଚନ୍ଦ୍ର- ନାସ୍ତି ,ଘାତବାର- ବିଛା , ଧନୁ ଓ ମୀନ ରାଶିର ପୁଷ୍କର ଦୋଷ- ନାସ୍ତି

Gemini

ମିଥୁନ

Friday 27 Sep 2024

ମୃଗଶିରା- ପାରିବାରିକ ଜୀବନ ଶାନ୍ତିରେ କଟିବ । ପର୍ଯ୍ୟଟନ କ୍ଷେତ୍ରରେ ଥିବା ଲୋକଙ୍କ ଲାଗି ଧନଲାଭର ଯୋଗ ଅଛି । ମାନସିକ ଦୁଃଚିନ୍ତା ଲାଗି ରହିବ ।

ଆଦ୍ରା- ଛାତ୍ର, ଛାତ୍ରୀ ମାନେ ସ୍ୱାଭିମାନୀ ହେବେ । ଆପଣଙ୍କର ଆତ୍ମ ବିଶ୍ୱାସ ଦେଖି କର୍ତୁପକ୍ଷ ଖୁସିହେବେ । ରାଜନିତିରେ ଆଦର ସମ୍ମାନ ପାଇବେ । ବଡ କଂପାନିରେ ଚାକିରି ପାଇଁ ସୁଯୋଗ ଆସିପାରେ

ପୁନର୍ବସୁ- କୋର୍ଟ କଚେରୀ ମାମଲାରେ ଜୟଯୁକ୍ତ ହେବେ । ମହିଳା ମାନେ ଆନନ୍ଦରେ ସମୟ ଅତିବାହିତ କରିବେ । ଚଞ୍ଚଳ ମନ ଯୋଗୁ କୈାଣସି କର୍ମ ଠିକ୍ ଭାବରେ କରିପାରିବେ ନାହିଁ ।

ପ୍ରତିକାର – ତ୍ରିପୁରା ସୁନ୍ଦରୀଙ୍କର ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :