• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 27th September 2024: ଆଜି ଏହି ରାଶିର ବ୍ୟକ୍ତିଙ୍କର ଚାକିରିରେ ପଦୋନ୍ନତିର ଯୋଗ ରହିଛି

ସୌର କନ୍ୟା ମାସ ଆଶ୍ୱିନ କୃଷ୍ଣପକ୍ଷ । ଇଂରାଜୀରେ ୨୭ ତାରିଖ ଶୁକ୍ରବାର ।ଚନ୍ଦ୍ର- କର୍କଟ ଅହୋରାତ୍ର, ତିଥି- ୧୦ମୀ ଦିବା ୦୧.୨୦ ଗତେ ୧୧ଶୀ,ଘାତଚନ୍ଦ୍ର- ନାସ୍ତି ,ଘାତବାର- ବିଛା , ଧନୁ ଓ ମୀନ ରାଶିର ପୁଷ୍କର ଦୋଷ- ନାସ୍ତି

Cancer

କର୍କଟ

Friday 27 Sep 2024

ପୁନର୍ବସୁ – ପାରିବାରିକ ଜୀବନରେ ଅବହେଳା ପ୍ରଦର୍ଶନ କରିବେ । ସରକାରୀ ଚାକିରିଆଙ୍କର ମନ ପସନ୍ଦ ଜାଗାକୁ ବଦଳି ହେବ । ପାରିବାରିକ ଜୀବନ ଶାନ୍ତିମୟ ହେବ

ପୁଷ୍ୟା – ଛାତ୍ରଛାତ୍ରୀ ମାନେ ଉତମ ଫଳ ପ୍ରଦର୍ଶନ କରିବେ । କୈାଣସି ବିଶେଷ ଖବର ମିଳିବାର ଯୋଗ ଅଛି । ଚାକିରିଆଙ୍କୁ ନୂଆ ପ୍ରକଳ୍ପ ଦାୟିତ୍ୱ ମିଳିବ ।

ଅଶ୍ଳେଷା - ଲେଖକ ଓ କଳାକାରଙ୍କ ଲାଗି ସମୟ ଅନୁକୂଳ ରହିବ । ଆପଣଙ୍କ ଶକ୍ତିର ସ୍ତର ଉଚ୍ଚା ରହିବ ।

ପ୍ରତିକାର – ଚନ୍ଦ୍ରଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :