• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 27th September 2024: ଆଜି ଏହି ରାଶିର ବ୍ୟକ୍ତିଙ୍କର ଚାକିରିରେ ପଦୋନ୍ନତିର ଯୋଗ ରହିଛି

ସୌର କନ୍ୟା ମାସ ଆଶ୍ୱିନ କୃଷ୍ଣପକ୍ଷ । ଇଂରାଜୀରେ ୨୭ ତାରିଖ ଶୁକ୍ରବାର ।ଚନ୍ଦ୍ର- କର୍କଟ ଅହୋରାତ୍ର, ତିଥି- ୧୦ମୀ ଦିବା ୦୧.୨୦ ଗତେ ୧୧ଶୀ,ଘାତଚନ୍ଦ୍ର- ନାସ୍ତି ,ଘାତବାର- ବିଛା , ଧନୁ ଓ ମୀନ ରାଶିର ପୁଷ୍କର ଦୋଷ- ନାସ୍ତି

Leo

ସିଂହ

Friday 27 Sep 2024

ମଘା- ଶାରୀରିକ ଅସୁସ୍ଥତା ଦେଖାଦେବ କିନ୍ତୁ ସତର୍କ ରହିଲେ ସ୍ୱାସ୍ଥ୍ୟ ଜନିତ ଅବସ୍ଥା ନିୟାନ୍ତ୍ରଣାଧିନ ରହିବ । ପ୍ରେମ ସମ୍ପର୍କରେ ଦୃଢତା ଆସିପାରେ । ବ୍ୟବସାୟରେ ଉନ୍ନ୍‌ତି କରିବେ ।

ପୂ,ଫାଲଗୁନି- ବିଦ୍ୟାର୍ଥୀ ମାନେ ଗୁରୁଜନ ମାନଙ୍କ ଆଜ୍ଞା ପାଳନ କରିବେ । ଅଫିସ୍ କାମରେ ବ୍ୟସ୍ତ ରହିବେ । ଉଚ୍ଚପଦସ୍ଥ ଅଧିକାରୀଙ୍କ ଅନୁକମ୍ପା ହାସଲ କରିବେ

ଉ,ଫାଲଗୁନି- ପ୍ରତ୍ୟେକ କ୍ଷେତ୍ରରେ ଖର୍ଚ୍ଚଭାର ବୃଦ୍ଧି ପାଇବା ଯୋଗୁ ଚିନ୍ତାପ୍ରକଟ କରିପାରନ୍ତି । ଦରକାରୀ ଜିନିଷ କିଣିବାରେ ଅଧିକ ଖର୍ଚ୍ଚ ହୋଇପାରେ । ଗୃହିଣୀ ମାନଙ୍କ ପାଇଁ ଦିନଟି ମିଶ୍ରିତ ରହିବ 

ପ୍ରତିକାର – ଇଷ୍ଟ ଦେବୀ ମାତଙ୍ଗୀଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :