• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 27th September 2024: ଆଜି ଏହି ରାଶିର ବ୍ୟକ୍ତିଙ୍କର ଚାକିରିରେ ପଦୋନ୍ନତିର ଯୋଗ ରହିଛି

ସୌର କନ୍ୟା ମାସ ଆଶ୍ୱିନ କୃଷ୍ଣପକ୍ଷ । ଇଂରାଜୀରେ ୨୭ ତାରିଖ ଶୁକ୍ରବାର ।ଚନ୍ଦ୍ର- କର୍କଟ ଅହୋରାତ୍ର, ତିଥି- ୧୦ମୀ ଦିବା ୦୧.୨୦ ଗତେ ୧୧ଶୀ,ଘାତଚନ୍ଦ୍ର- ନାସ୍ତି ,ଘାତବାର- ବିଛା , ଧନୁ ଓ ମୀନ ରାଶିର ପୁଷ୍କର ଦୋଷ- ନାସ୍ତି

Virgo

କନ୍ୟା

Friday 27 Sep 2024

ଉ , ଫାଲଗୁନୀ – ବୃତିଗତ ଧନ୍ଦାରୁ ବୈଷୟିକ ଅଭିବୃଦ୍ଧି ଘଟିବ । ପରିବାରରେ ବାତାବରଣ ଶାନ୍ତିଦାୟକ ରହିବ । ବିବାହ ଯୋଗ୍ୟ ଯୁବକଙ୍କ ଲାଗି ବିବାହ ପ୍ରସ୍ତାବ ଆସିବ ।

ହସ୍ତା – କର୍ତୁପକ୍ଷ ଆପଣଙ୍କୁ କୌଣସି ଦାୟିତ୍ୱ ଦେବେ । ବିଦ୍ୟାର୍ଥୀ ମାନେ ସଫଳତା ଲାଭ କରିବେ। ଓକିଲ ପୁରୁଣା ମକଦ୍ଦମାରେ ଜୟଲାଭ କରିବେ । ଆପଣ କୈାଣସି ବିଷୟରେ ବଡ ନିଷ୍ପତି ନେଇପାରନ୍ତି

ଚିତ୍ରା – ଆପଣଙ୍କ ପ୍ରତି ଉଚ୍ଚ ଅଧିକାରୀଙ୍କ ବ୍ୟବହାର ସକାରତ୍ମକ ରହିବ । ଭୂ-ସମ୍ପତି କିଣିବା ପୂର୍ବରୁ ଶୁଭ ମୁହୂର୍ତ ଦେଖନ୍ତୁ । ଅଧିକ ଭାବୁକ ହେଲେ ମନ ଅଶାନ୍ତି ରହିବ ।

ପ୍ରତିକାର - ଐ୍ୟଂ ସ୍ତୀଂ ଶ୍ରୀଂ ବୁଧାୟ ନମଃ ଜପ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :