• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 27th September 2024: ଆଜି ଏହି ରାଶିର ବ୍ୟକ୍ତିଙ୍କର ଚାକିରିରେ ପଦୋନ୍ନତିର ଯୋଗ ରହିଛି

ସୌର କନ୍ୟା ମାସ ଆଶ୍ୱିନ କୃଷ୍ଣପକ୍ଷ । ଇଂରାଜୀରେ ୨୭ ତାରିଖ ଶୁକ୍ରବାର ।ଚନ୍ଦ୍ର- କର୍କଟ ଅହୋରାତ୍ର, ତିଥି- ୧୦ମୀ ଦିବା ୦୧.୨୦ ଗତେ ୧୧ଶୀ,ଘାତଚନ୍ଦ୍ର- ନାସ୍ତି ,ଘାତବାର- ବିଛା , ଧନୁ ଓ ମୀନ ରାଶିର ପୁଷ୍କର ଦୋଷ- ନାସ୍ତି

Libra

ତୁଳା

Friday 27 Sep 2024

ଚିତ୍ରା- ପାରିବାରିକ କ୍ଷେତ୍ରର ସମସ୍ୟା ସମାଧାନ କରିବା ସକାଶେ ଚେଷ୍ଟା କରିବେ। ଉଚ୍ଚବର୍ଗଙ୍କଠାରୁ ପରୋକ୍ଷରେ ସମାଲୋଚିତ ହେବେ । କର୍ମକ୍ଷେତ୍ରରେ ଭୁଲ୍ ଖବର ପାଇ ବିବ୍ରତ ହୋଇପାରନ୍ତି ।

ସ୍ୱାତୀ- ଛାତ୍ରଛାତ୍ରୀ ଙ୍କୁ କୈାଣସି ଅଭିଜ୍ଞ ବ୍ୟକ୍ତି ଠାରୁ ଭଲ ପରାମର୍ଶ ମିଳିବ । ସାମ୍ବାଦିକ ମାନେ ଲକ୍ଷ ହାସଲ କରିବା ଦିଗରେ ଆଗେଇବେ । ରାଜନିତିରେ ଯଥେଷ୍ଟ ଲାଭ ପାଇବେ ।

ବିଶାଖା- ପ୍ରଶାସନିକ କ୍ଷେତ୍ରରେ ଉତେଜନା ପରିସ୍ଥିତି ରହିପାରେ । ସାମାଜିକ ସ୍ତରରେ ପ୍ରତିଷ୍ଠା ଲାଭ ପାଇବେ । କ୍ରିଡା କ୍ଷେତ୍ରରେ ଉଲେଖନୀୟ ସଫଳତା ମିଳିପାରେ

ପ୍ରତିକାର – ପର୍ଶୁରାମଙ୍କର ଫଟକୁ ପୂଜା କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :