• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 27th September 2024: ଆଜି ଏହି ରାଶିର ବ୍ୟକ୍ତିଙ୍କର ଚାକିରିରେ ପଦୋନ୍ନତିର ଯୋଗ ରହିଛି

ସୌର କନ୍ୟା ମାସ ଆଶ୍ୱିନ କୃଷ୍ଣପକ୍ଷ । ଇଂରାଜୀରେ ୨୭ ତାରିଖ ଶୁକ୍ରବାର ।ଚନ୍ଦ୍ର- କର୍କଟ ଅହୋରାତ୍ର, ତିଥି- ୧୦ମୀ ଦିବା ୦୧.୨୦ ଗତେ ୧୧ଶୀ,ଘାତଚନ୍ଦ୍ର- ନାସ୍ତି ,ଘାତବାର- ବିଛା , ଧନୁ ଓ ମୀନ ରାଶିର ପୁଷ୍କର ଦୋଷ- ନାସ୍ତି

Scorpio

ବିଛା

Friday 27 Sep 2024

ବିଶାଖା – ପୂର୍ବ କଥା ପାସୋରି ନୂଆ କାମ ଆରମ୍ଭ କରନ୍ତୁ । ଆପଣଙ୍କର ଧ୍ୟାନ ଅଧ୍ୟାତ୍ମ୍ୟ ଦିଗକୁ ଅଧିକ ରହିବ । ଜୀବନ ସାଥିଙ୍କ ସହଯୋଗ ଆପଣଙ୍କ ଅଶାନ୍ତି ଦୂର କରିଦେବ ।

ଅନୁରାଧା – ପ୍ରତିଯୋଗିତା ମୂଳକ ପରୀକ୍ଷାରେ ସଫଳତା ପାଇବେ । ଇଂଜିନିୟରଙ୍କୁ ବଡ କଂପାନୀରେ ଚାକିରିର ପ୍ରସ୍ତାବ ମିଳିପାରେ । କୈାଣସି ଜରୁରୀ ଯୋଜନା ସଫଳ ହେବ ।

ଜ୍ୟେଷ୍ଠା – କାମରେ ଭଲ ପ୍ରଦର୍ଶନ ପାଇଁ ନୂଆ ଉଦ୍ୟମ କରିବେ । ବ୍ୟବସାୟୀଙ୍କ ଲାଗି ଦିନଟି ଲାଭପ୍ରଦ । ଜମିରେ ନିବେଶ କରନ୍ତୁ ଲାଭ ମିଳିବ । ଦୈନିକ କାର‌୍ୟ୍ୟସୂଚୀରେ ପରିବର୍ତନ କରିବେ ।

ପ୍ରତିକାର – ମା ଚର୍ଚ୍ଚିକାଙ୍କ ପୂଜା ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :