• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 27th September 2024: ଆଜି ଏହି ରାଶିର ବ୍ୟକ୍ତିଙ୍କର ଚାକିରିରେ ପଦୋନ୍ନତିର ଯୋଗ ରହିଛି

ସୌର କନ୍ୟା ମାସ ଆଶ୍ୱିନ କୃଷ୍ଣପକ୍ଷ । ଇଂରାଜୀରେ ୨୭ ତାରିଖ ଶୁକ୍ରବାର ।ଚନ୍ଦ୍ର- କର୍କଟ ଅହୋରାତ୍ର, ତିଥି- ୧୦ମୀ ଦିବା ୦୧.୨୦ ଗତେ ୧୧ଶୀ,ଘାତଚନ୍ଦ୍ର- ନାସ୍ତି ,ଘାତବାର- ବିଛା , ଧନୁ ଓ ମୀନ ରାଶିର ପୁଷ୍କର ଦୋଷ- ନାସ୍ତି

Sagittarius

ଧନୁ

Friday 27 Sep 2024

ମୂଳା- କର୍ମ କ୍ଷେତ୍ରରେ ବହୁ ସମୟ କାଟିବାକୁ ବାଧ୍ୟ ହେବେ ଓ ବୃଦ୍ଧି ଖଟାଇ ନିଜ ସ୍ଥାନକୁ କୈାଣସି ମତେ ଦୃଢ କରିବେ । କୈାଣସି ସମ୍ବନ୍ଧକୁ ନେଇ ଅଧିକ ଭାବପ୍ରବଣ ରହିବେ । କାମରେ ଭାଇ,ଭଉଣୀଙ୍କ ସହଯୋଗ ପାଇବେ

ପୂ,ଷାଢା- ରାଜନୀତିରେ ଆର୍ଥିକ ଲାଭ ମିଳିପାରେ । ଚାକିରିରେ ପଦୋନ୍ନତିର ଯୋଗ ରହିଅଛି । ଘରେ ଖୁସିର ମାହୋଲ୍ ରହିବ । କର୍ମକ୍ଷେତ୍ରରେ ବିଭିନ୍ନ ଦିଗରୁ ଆଲୋଚନାର ପାତ୍ର ହେବେ

ଉ,ଷାଢା- ଜମିଜମା କିମ୍ବା କଚେରି ମାମଲା କ୍ଷେତ୍ରରେ ଆଶାଜନକ ଫଳ ପାଇବେ । ପ୍ରତ୍ୟେକ କ୍ଷେତ୍ରରେ ଭାବିଚିନ୍ତି କାମ କରିବା ଭଲ ହେବ । ବନ୍ଧୁ ମାନଙ୍କ ସହଯୋଗୀ ମନୋଭାବ ପ୍ରତି ପ୍ରେମାନୁରାଗୀ ହୋଇପାରନ୍ତି।

ପ୍ରତିକାର – ଶ୍ରୀ ରାମଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :